Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆତ୍ମହତ୍ୟା କଲେ 16 ବର୍ଷୀୟା ଯୁବତୀ, କାରଣ ଜାଣିଲେ ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ
ଆଜିର ଖବର

ଆତ୍ମହତ୍ୟା କଲେ 16 ବର୍ଷୀୟା ଯୁବତୀ, କାରଣ ଜାଣିଲେ ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ

August 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବରେଲୀ : ସାଧାରଣତଃ ମାନସିକ ଚାପ ପାଇଁ ଜଣେ ଆତ୍ମହତ୍ୟା କରିଥାଏ । ତେବେ ଜଣେ ନାବାଳିକା ଏକ ଭିନ୍ନକାରଣ ପାଇଁ ଆତ୍ମହତ୍ୟା କରିଥିବାର ଜଣାପଡିଛି। ଜନସଂଖ୍ୟା ବୃଦ୍ଧିକୁ ନେଇ ଆତ୍ମହତ୍ୟାର ପନ୍ଥା ବାଛି ନେଇଛି 16 ବର୍ଷୀୟା ବାଳିକା ।  ଜନସଂଖ୍ୟା ବୃଦ୍ଧି, ପ୍ରଦୂଷଣ ଓ ଦୁର୍ନୀତି କାରଣରୁ ଆତ୍ମହତ୍ୟାର ପନ୍ଥା ବାଛି ନେଇଛନ୍ତି ବରେଲୀର ଏହି 16 ବର୍ଷୀୟ ଛାତ୍ରୀ । ନିଜର ମୃତ୍ୟୁ ପୂର୍ବରୁ 18 ପୃଷ୍ଠାର ଏକ ସୁଇସାଇଡ୍ ନୋଟ୍ ଲେଖି ଯୁବତୀ ଜଣକ ଆତ୍ମହତ୍ୟା କରିଥିଲେ । ସମ୍ଭଲର ବାରବାଳାର ଏକ ଘରୋଇ ସ୍କୁଲରେ ପଢୁଥିବା ଯୁବତୀ ଜଣକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଏହି ସମସ୍ତ ବିଷୟ ଉପରେ ଆଲୋଚନା କରିବାକୁ ଚାହୁଁଥିବା ସୁଇସାଇଡ ନୋଟରେ ଉଲ୍ଲେଖ କରାଯାଇଛି ।ଯୁବତୀ ଜଣକ ସ୍ୱାଧୀନତା ଦିବସରେ ଆତ୍ମହତ୍ୟାର ପଥ ବାଛି ନେଇଥିଲେ ।

ଜନସଂଖ୍ୟା ବୃଦ୍ଧି ସହିତ ଦୀପାବଳିରେ ବାଣଫୁଟା ଏବଂ ହୋଲିରେ ରଙ୍ଗର ବ୍ୟବହାର ବନ୍ଦ କରିବା ପାଇଁ ମୋଦିଙ୍କୁ ଅନୁରୋଧ କରିବାକୁ ଚାହୁଁଥିଲେ ବୋଲି ଯୁବତୀ ଜଣକ ଉଲ୍ଲେଖ କରିଛନ୍ତି । ଯେଉଁ ସମାଜରେ ବୃଦ୍ଧ ପିତା ମାତାଙ୍କୁ ବୃଦ୍ଧାଶ୍ରମରେ ରହିବାକୁ ପଡୁଛି ସେପରି ସମାଜରେ ମୁଁ ରହିବାକୁ ଚାହୁଁନି ବୋଲି ଲେଖି ଯୁବତୀ ଜଣକ ଆତ୍ମହତ୍ୟା କରିଥିଲେ ।  (ଏଜେନ୍ସି)

population suicide
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’ ଜାରି: ୨୩ ଅଭିଯୁକ୍ତ ଗିରଫ

February 18, 2026

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026
Latest News

‘ଅପରେସନ ସାଇବର କବଚ’ ଜାରି: ୨୩ ଅଭିଯୁକ୍ତ ଗିରଫ

February 18, 2026

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.