Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସିକାରେ ମରଣାନ୍ତକ ଆକ୍ରମଣ : ଜଣେ ମୃତ, ଦୁଇ ଗୁରୁତର
ଆଜିର ଖବର

ଆସିକାରେ ମରଣାନ୍ତକ ଆକ୍ରମଣ : ଜଣେ ମୃତ, ଦୁଇ ଗୁରୁତର

August 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗଂଜାମ : ଗଂଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଝରପାରି ପଂଚାୟତ ପାତୁଲା ଗାଁରେ ଆଜି ତିନି ଜଣ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଏଥିରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ମିଳିଥିବା ସୂଚନା ଅନୁସାରେ କୌଣସି କାରଣକୁ ନେଇ ତିନି ଜଣ ଯୁବକ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିଲେ । ଘଟଣାସ୍ଥଳରେ ଜଣଙ୍କର ଜୀବନ ଯାଇଥିବା ବେଳେ ପରିବାର ଲୋକେ ଗ୍ରାମବାସୀଙ୍କ ସହାୟତାରେ ଅନ୍ୟ ଦୁଇ ଜଣଙ୍କୁ ନେଇ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ତେବେ ସୂଚନା ପାଇ ଗାଙ୍ଗପୁର ପୁଲିସ ଘଟଣାସ୍ଥଳରେ ପହଂଚି ଜଣଙ୍କର ମୃତଦେହ ଜବତ କରିଥିବା ବେଳେ ଅଭିଯୁକ୍ତମାନଙ୍କୁ ଗିରଫ କରିବା ପାଇଁ ଛାନଭିନ ଆରମ୍ଭ କରିଦେଇଛି । ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ପୂର୍ବାନୁମାନ କରାଯାଉଛି ।

ମରଣାନ୍ତକ ଆକ୍ରମଣ ମୃତ
Share. Facebook Twitter LinkedIn Email WhatsApp Copy Link

Related Posts

ଯାଜପୁର ପୋଲିସ୍ ପକ୍ଷରୁ ସରକାରୀ ଚାଟବୋଟ୍ “ଇ-ମିତ୍ର” ଲୋକାର୍ପିତ

April 1, 2026

ଆସନ୍ତା ୩ ଯାଏଁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା 

April 1, 2026

“ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ସମସ୍ତଙ୍କୁ ଗଭୀର ବ୍ୟଥିତ କରିଛି”: ପୃଥ୍ବୀରାଜ ହରିଚନ୍ଦନ

April 1, 2026

ଆଜି ଓଡିଶା ଦିବସରୁ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ପାଳିତ ହେବ ‘ଓଡ଼ିଆ ପକ୍ଷ–୨୦୨୬’

April 1, 2026
Latest News

ଯାଜପୁର ପୋଲିସ୍ ପକ୍ଷରୁ ସରକାରୀ ଚାଟବୋଟ୍ “ଇ-ମିତ୍ର” ଲୋକାର୍ପିତ

April 1, 2026

ଆସନ୍ତା ୩ ଯାଏଁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା 

April 1, 2026

“ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ସମସ୍ତଙ୍କୁ ଗଭୀର ବ୍ୟଥିତ କରିଛି”: ପୃଥ୍ବୀରାଜ ହରିଚନ୍ଦନ

April 1, 2026

ଆଜି ଓଡିଶା ଦିବସରୁ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ପାଳିତ ହେବ ‘ଓଡ଼ିଆ ପକ୍ଷ–୨୦୨୬’

April 1, 2026

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.