Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫୁଲୁଛି ବୈତରଣୀ, ବିପଦ ସଂକେତ ଟପିଲା ଜଳକା
ଆଜିର ଖବର

ଫୁଲୁଛି ବୈତରଣୀ, ବିପଦ ସଂକେତ ଟପିଲା ଜଳକା

August 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଗତ ତିନି ଦିନ ଧରି ଲଗାଣ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲା ଦେଇ ଯାଇଥିବା ବୈତରଣୀ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ଆଖୁଆପଦା ଠାରେ ବୈତରଣୀର ବିପଦ ସଂକେତ 17.83 ମିଟର ରହିଛି । ଆଜି ସକାଳ 7ଟା ସୁଦ୍ଧା ଏଠାରେ 17.56 ମିଟର ଥିଲା । ଭଦ୍ରକ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସ୍ଥିତି ବେହାଲ ହୋଇଥିବାରୁ ବିଭିନ୍ନ ବ୍ଲକର ତଳିଆ ଅଂଚଳର ଚାଷ ଜମି ଜଳମଗ୍ନ ହୋଇଛି ।

ସେହିପରି ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକର ମଥାନିରେ ଜଳକାରେ ବିପଦ ସଂକେତ ଅତିକ୍ରମ କରିଛି । ଏଠାରେ ବିପଦ ସଂକେତ 5.5 ମିଟର ଥିବା ବେଳେ ଜଳସ୍ତର 6.6  ମିଟର ରହିପାରିବ । ଫଳରେ ବନ୍ୟା ଆଶଙ୍କା ଯୋଗୁଁ ତଳିଆ ଅଂଚଳର ଲୋକେ ଆତଙ୍କିତ ହୋଇଛନ୍ତି ।

ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବାରୁ ବଲାଙ୍ଗୀର, ନବରଙ୍ଗପରୁ, ନୂଆପଡ଼ା, କଳାହାଣ୍ଡି, କଟକ, ଖୋର୍ଦ୍ଧା ଜିଲ୍ଲା ସମତେ 23ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।

ଜଳକା ବୈତରଣୀ ନଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.