Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ 8ଜଣଙ୍କ ମୃତ୍ୟୁ : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 380କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରୁ 8ଜଣଙ୍କ ମୃତ୍ୟୁ : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 380କୁ ବୃଦ୍ଧି

August 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ସେହିପରି ଆଜି ରାଜ୍ୟରୁ କରୋନା ଯୋଗୁଁ ଆଜି 8 ଜଣଙ୍କର ମୃତ୍ୟୁ ହୋଇଛି। ଗଞ୍ଜାମରୁ ସର୍ବାଧିକ 4 ଜଣଙ୍କ ମୃତ୍ୟୁହୋଇଥିବାବେଳେ କଟକ, ଢେଙ୍କାନାଳ, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 380କୁ ବୃଦ୍ଧି ହୋଇଛି ।

ସେହିପରି ଗଞ୍ଜାମ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 166ରେ ପହଞ୍ଚିଥିବାବେଳେ ଖୋର୍ଦ୍ଧାରେ ଏହି ସଂଖ୍ୟା 52କୁ ବୃଦ୍ଧି ହୋଇଥିବାବେଳେ କଟକରେ 19, ପୁରୀରେ 10 ଓ ଢେଙ୍କାନାଳରେ 2 ଜଣ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ।

କରୋନା ଖୋର୍ଦ୍ଧା ଗଞ୍ଜାମ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026
Latest News

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.