Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଯୋଦ୍ଧା ମୂରଲୀଧର ବଳିଆରସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା ବାଣପୁର ପୋଲିସ୍‌
ଆଜିର ଖବର

କରୋନା ଯୋଦ୍ଧା ମୂରଲୀଧର ବଳିଆରସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା ବାଣପୁର ପୋଲିସ୍‌

August 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ 

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଧୀନସ୍ଥ ଗମ୍ଭାରୀମୁଣ୍ଡା ପୋଲିସ୍‌ ବିଟ ହାଉସ ଅଧିକାରୀ ମୁରଲୀଧର ବଳିଆରସିଂହଙ୍କ ଗତ ଅଗଷ୍ଟ ୯ ତାରିଖ ଦିନ ମୃତ୍ୟୁ ଘଟିଥିଲା। ଆଜି ସ୍ବର୍ଗତ ବଳିଆରସିଂହଙ୍କ ଦଶାହ କାର୍ଯ୍ୟକ୍ରମ­­ ଅନୁଷ୍ଠିତ ହୋଇଥିଲା। ସ୍ବର୍ଗତ ବଳିଆରସିଂହଙ୍କ ଦଶାହ କାର୍ଯ୍ୟକ୍ରମ ଉପଲକ୍ଷେ ବାଣପୁର ଥାନା ପରିସରରେ ବାଣପୁର ପୋଲିସ୍‌ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛି। ଏହି ଅବସରରେ ସବ୍‌ ଇନ୍ସପେକ୍ଟର ପ୍ରସନ୍ନ କୁମାର ଜେନା, ଏଏସ୍‌ଆଇ ଶ୍ରୀନିବାସ ପ୍ରଧାନ, ଏଏସ୍‌ଆଇ ବସନ୍ତ ପଟ୍ଟନାୟକ, ଏଏସ୍‌ଆଇ ମହେନ୍ଦ୍ର କୁମାର ସେଠୀ, ଏଏସ୍‌ଆଇ ନମିତା ନାୟକ ଓ ଅନ୍ୟ ଷ୍ଟାଫ୍‌ମାନେ ସ୍ବର୍ଗତ ବଳିଆରସିଂହଙ୍କର ସ୍ମୃତିଚାରଣ କରିବା ସହିତ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଥିଲେ।

ସୂଚନାଯୋଗ୍ୟ, ସ୍ୱର୍ଗତ ବଳିଆରସିଂହଙ୍କ ଘର ଖୋର୍ଦ୍ଧା ଜିଲ୍ଲା ବୋଲଗଡ ଥାନା ବାଙ୍କୋଇ ଅଞ୍ଚଳରେ। ଗତ ମାସ ୨୩ ତାରିଖରେ ବାଣପୁର ଥାନା ଏବଂ ଏହା ଅଧୀନରେ ଥିବା ଗମ୍ଭାରୀମୁଣ୍ଡା ଓ ନାଚୁଣୀ ଫାଣ୍ଡିର ଦଶ ଜଣ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିଲେ। ଏହି ଦଶ ଜଣ ପୋଲିସ୍‌ କର୍ମଚାରୀଙ୍କ ମଧ୍ୟରେ ସ୍ବର୍ଗତ ବଳିୟାର ସିଂହ ଅନ୍ୟତମ ଥିଲେ। ସ୍ବର୍ଗତ ବଳିୟାରସିଂହ କରୋନା ପଜିଟିଭ ଚିହ୍ନଟ ହେଲାପରେ ସେ ଭୁବନେଶ୍ୱରର ସମ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଶେଷରେ ସ୍ବର୍ଗତ ବଳିଆରସିଂହ କରୋନା ସହ ଲଢି ଲଢି ଶହୀଦ ହୋଇଥିଲେ।

କରୋନା ଯୋଦ୍ଧା ବାଣପୁର ପୋଲିସ୍‌ ଶ୍ରଦ୍ଧାଞ୍ଜଳି
Share. Facebook Twitter LinkedIn Email WhatsApp Copy Link

Related Posts

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଇଶାନ କିଶାନଙ୍କୁ କେତେ ପୁରସ୍କାର ରାଶି ମିଳିଥିଲା?: ଜାଣନ୍ତୁ….

March 9, 2026

ପୂର୍ବତଟ ରେଳପଥ ମଧ୍ୟଦେଇ ଚଳାଚଳ କରିବ ଦୁଇଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ

March 9, 2026

ଇରାନ ବିରୁଦ୍ଧରେ ଯୁଦ୍ଧରେ ସାମିଲ ହେବାକୁ ଘୋଷଣା କଲା ତୁର୍କୀ: ମୁତୟନ କଲା ଯୁଦ୍ଧଜାହାଜ

March 9, 2026
Latest News

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଇଶାନ କିଶାନଙ୍କୁ କେତେ ପୁରସ୍କାର ରାଶି ମିଳିଥିଲା?: ଜାଣନ୍ତୁ….

March 9, 2026

ପୂର୍ବତଟ ରେଳପଥ ମଧ୍ୟଦେଇ ଚଳାଚଳ କରିବ ଦୁଇଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ

March 9, 2026

ଇରାନ ବିରୁଦ୍ଧରେ ଯୁଦ୍ଧରେ ସାମିଲ ହେବାକୁ ଘୋଷଣା କଲା ତୁର୍କୀ: ମୁତୟନ କଲା ଯୁଦ୍ଧଜାହାଜ

March 9, 2026

ଗୁଣି ସନ୍ଦେହର ବୃଦ୍ଧଙ୍କୁ ବାନ୍ଧି ନିସ୍ତୁକ ମାଡ଼: ୧୦ ଗିରଫ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.