Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାବାଳକ ସହ ୩ ବାଲିମାଫିଆ ଗିରଫ: ଖଣ୍ଡା, ବୋମା ଜବତ
ଆଜିର ଖବର

ନାବାଳକ ସହ ୩ ବାଲିମାଫିଆ ଗିରଫ: ଖଣ୍ଡା, ବୋମା ଜବତ

August 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର: କେ. ନୂଆଗାଁ ଥାନା ପକ୍ଷରୁ ଜଣେ ନାବାଳକ ସହ ୨ ଜଣ ବାଲିମାଫିଆଙ୍କୁ ଗିରଫ କରିଛନ୍ତି । ସେମାନଙ୍କ ନିକଟରୁ ଏକ ଜୀବନ୍ତ ବୋମା, ମୋବାଇଲ୍ ଏବଂ ନଗର ୨୮୦୦ ଟଙ୍କା ଜବତ ହୋଇଛି । ଗିରଫ ଅଭିଯୁକ୍ତମାନେ ହେଲେ ବଡ଼କେଲଝୁରି ଗ୍ରାମର ଜିତେନ୍ଦ୍ର ପ୍ରଧାନ ଓରଫ୍ ଜିତୁ ଏବଂ ଚିନ୍ମୟ ପ୍ରଧାନ । ଅନ୍ୟ ଜଣେ ନାବାଳକ । ସୂଚନାଯୋଗ୍ୟ ଏହି ସମସ୍ତ ଅଭିଯୁକ୍ତ ଗୋଟିଏ ଗ୍ୟାଙ୍ଗର । ଏଥିପୂର୍ବରୁ ଗ୍ୟାଙ୍ଗର ଅନ୍ୟ କିଛି ସଦସ୍ୟକୁ ପୋଲିସ୍ ଗିରଫ ମଧ୍ୟ କରିଛି । ଏ ସମସ୍ତେ ଏକ ଗ୍ୟାଙ୍ଗ କରି ପ୍ରତିଦିନ ଅଂଚଳରୁ ଟ୍ରକଟ୍ରକ ବାଲି ବେଆଇନ ଭାବେ ଡ଼ରାଇ ଧମକାଇ ବାହାରକୁ ପଠାଇଥାନ୍ତି । ଫଳରେ ସରକାର ବହୁ ଟଙ୍କା ରାଜସ୍ୱ ହରାଉଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026
Latest News

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026

ସରକାରଙ୍କ ୨ ବର୍ଷ ପୂର୍ତ୍ତି: ମାଗଣା ଚାଉଳ, ଦେୟମୁକ୍ତ ଶିକ୍ଷା ଓ ଭତ୍ତା ନେଇ ବଡ଼ ଘୋଷଣା

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.