Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୂଷଣ୍ଡପୁର ମା’ ଉଗ୍ରତାରା ପୀଠରେ ସୌରଚାଳିତ ଆଲୋକିକରଣକୁ ସାଂସଦ ଅପରାଜିତା କଲେ ଉଦଘାଟନ
ଆଜିର ଖବର

ଭୂଷଣ୍ଡପୁର ମା’ ଉଗ୍ରତାରା ପୀଠରେ ସୌରଚାଳିତ ଆଲୋକିକରଣକୁ ସାଂସଦ ଅପରାଜିତା କଲେ ଉଦଘାଟନ

August 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ବହୁଦିନ ପ୍ରତିକ୍ଷାର ଅନ୍ତ ଘଟିଛି। ଆଜି ଖୋର୍ଦ୍ଧା ଜିଲ୍ଲା ଭୂଷଣ୍ଡପୁରର ଶକ୍ତିପୀଠ ମା’ ଉଗ୍ରତାରାଙ୍କ ପୀଠକୁ ସୌରଚାଳିତ ବିଦ୍ୟୁତ ଆଲୋକିକରଣର ଶୁଭ ଉଦଘାଟନ ହୋଇଯାଇଛି। ଏହାକୁ ଉଦଘାଟନ କରିଛନ୍ତି ଭୂବନେଶ୍ୱର ସାସଂଦ ଅପରାଜିତା ଷଡ଼ଙ୍ଗୀ। ଜାତୀୟ ରାଜପଥ ଠାରୁ ମା ଉଗ୍ରତାରା ପୀଠ ରାସ୍ତାର ଦୁଇ ପାର୍ଶ୍ଵରେ ୧୦୦ଟି ସୌର ଚାଳିତ ଷ୍ଟ୍ରିଟ ଲାଇଟ ଲାଗିଥିବା ବେଳେ ଦୁଇଟି ବଡ ହାଇମାକ୍ସ ଲାଇଟ ମନ୍ଦିର ପରସରରେ ଲାଗିଛି।

ଏଜିଏମ ଗ୍ରୀନ ଏନର୍ଜି ସହଯୋଗ ରେ ସାସଂଦ ଅପରାଜିତା ଷଡ଼ଙ୍ଗୀଙ୍କ ସାସଂଦ ପାଣ୍ଠି ଅନୁଦାନରେ ୨୫ଲକ୍ଷ ଟଙ୍କା ବ୍ୟୟବରାଦରେ ଆଲୋକିକରଣର ବ୍ୟବସ୍ଥା ହୋଇଛି। ଏହା ସହିତ ମା ଉଗ୍ରତାରାଙ୍କ ପୀଠରେ ଥିବା ପୋଖରୀର ପୁନ୍ଃରୁଦ୍ଧାର କରିବା ପାଇଁ ମଧ୍ୟ ସାସଂଦଙ୍କ ପାଣ୍ଠିରୁ ବ୍ୟୟବରାଦ କରାଯାଇଥିବା ସାସଂଦ ପ୍ରକାଶ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ବିଜେପି ସଭାପତି ରଶ୍ମିରଂଜନ ମହାପାତ୍ର, ସାଂସଦ ପ୍ରତିନିଧି ପ୍ରଦୋଷ ହରିଚନ୍ଦନ, ଖୋର୍ଦ୍ଧା ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ଆଶିଷ ବରିସଲ ଏବଂ ଅନ୍ୟାନ୍ୟ କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ଥିଲେ।

ଭୂଷଣ୍ଡପୁର ମା' ଉଗ୍ରତାରା ସାଂସଦ ଅପରାଜିତା ଷଡଙ୍ଗୀ
Share. Facebook Twitter LinkedIn Email WhatsApp Copy Link

Related Posts

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026
Latest News

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.