Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୩୫ ବର୍ଷ ବୟସରେ ବଲିଉଡ୍‌ର ବୋଲ୍ଡ ଅଭିନେତ୍ରୀ  ତନୁଶ୍ରୀ
ଆଜିର ଖବର

୩୫ ବର୍ଷ ବୟସରେ ବଲିଉଡ୍‌ର ବୋଲ୍ଡ ଅଭିନେତ୍ରୀ  ତନୁଶ୍ରୀ

March 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବଲିଉଡ୍‌ ଅଭିନେତ୍ରୀ ତନୁଶ୍ରୀ ଦତ୍ତ ଆଜି ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୪ ମାର୍ଚ୍ଚ ୧୯ରେ ଜାମ୍‌ସେଦ୍‌ପୁରଠାରେ ଜନ୍ମଗ୍ରହଣ କରିଥିଲେ। ୨୦୦୩ ମସିହାରେ ମିସ୍‌ ଫେମିନା ଇଣ୍ଡିଆ ଟାଇଟଲ୍‌ ଜିତିଥିବା ୨୦୦୪ରେ ‘ମିସ୍‌ ୟୁନିଭର୍ସ’ରେ ଷଷ୍ଠତମ ସ୍ଥାନ ଅଧିକାର କରିଥିଲେ। ସେ ପ୍ରଥମେ କନ୍ନଡ଼ ଫିଲ୍ମ ‘ଥେରତା ଭିଲିୟାତୁ ପିଲାଇ’ରେ ଅଭିନୟ କ୍ୟାରିଅର ଆରମ୍ଭ କରିଥିଲେ। ୨୦୦୫ରେ ‘ଚକୋଲେଟ୍‌’ ଓ ‘ଆଶିକ୍‌ ବନାୟା ଅପ୍‌ନା’ ଜରିଆରେ ବଲିଉଡ୍‌ ଏଣ୍ଟ୍ରି କରିଥିଲେ। ପରବର୍ତ୍ତୀ ସମୟରେ ସେ ‘ଭାଗମ୍‌ ଭାଗ୍‌’, ‘ରାଖିବ୍‌ : ରାଇଭାଲସ୍‌ ଇନ୍‌ ଲଭ୍‌’, ‘ଢୋଲ୍‌’, ‘ରିସ୍କ’, ‘ଗୁଡ୍‌ ବୟ ବ୍ୟାଡ୍‌ ବୟ’, ସ୍ପିଡ୍‌, ଆଦି ଫିଲ୍ମରେ ଅଭିନୟ କରିଛନ୍ତି। ‘ଆଶିକି ବନାୟା ଆପ୍‌ନା’ରେ ଇମ୍ରାନ୍‌ଙ୍କ ସହ ଲିପ୍‌ଲକ୍‌ ସହିତ ବୋଲ୍ଡ ସିନ୍‌ ଦେଇ ବେଶ୍‌ ଚର୍ଚ୍ଚା ପରିସରକୁ ଆସିଥିଲେ ଏହି ଅଭିନେତ୍ରୀ ଜଣକ। କିନ୍ତୁ ପରବର୍ତ୍ତୀ ସମୟରେ ସେ ବଲିଉଡ୍‌ରୁ ବହୁତ ଦିନ ପର୍ଯ୍ୟନ୍ତ ଗାଏବ ରହିଥିଲେ। ନିକଟରେ ନାନା ପାଟେକରଙ୍କ ବିରୋଧରେ ଯୌନଶୋଷଣ ଅଭିଯୋଗ କରି ଚର୍ଚ୍ଚାକୁ ଆସିଥିଲେ ଏହି ଅଭିନେତ୍ରୀ ଜଣକ। ଭାରତରେ ‘ମି ଠୁ‘ ଆନ୍ଦୋଳନରେ ବେଶ୍ ବଡ଼ ଭୂମିକା ଗ୍ରହଣ କରିଛନ୍ତି ତନୁଶ୍ରୀ। ମିଳିଥିବା ସୂଚନା ଅନୁସାରେ ଏହି ଅଭିନେତ୍ରୀଜଣକ ଖୁବ୍‌ଶୀଘ୍ର ଓ୍ବେବସିରିଜ୍‌ରେ ପାଦ ଥାପୁଛନ୍ତି।

birthday thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

March 10, 2026
Latest News

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଆତଙ୍କବାଦୀଙ୍କୁ ଗୁପ୍ତ ସୂଚନା ଯୋଗାଇବା ଅଭିଯୋଗ: ବହିଷ୍କୃତ ହେଲେ ଜମ୍ମୁ ଓ କାଶ୍ମୀର ସରକାର ତିନି କର୍ମଚାରୀ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.