Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»30ଟି ଜିଲ୍ଲାରୁ 2698 ପଜିଟିଭ୍‌ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

30ଟି ଜିଲ୍ଲାରୁ 2698 ପଜିଟିଭ୍‌ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

August 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି 30ଟି ଜିଲ୍ଲାରୁ ମୋଟ୍‌ 2ହଜାର 698 ପଜିଟିଭ୍‌ ଚିହ୍ନଟ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ 475 ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରେ 207, ଗଞ୍ଜାମରୁ 162,  ରାୟଗଡାରୁ 154, କୋରାପୁଟରୁ 146, ମୟୂରଭଞ୍ଜରୁ 128, ସୁନ୍ଦରଗଡରୁ 103,ବାଲେଶ୍ବରରୁ 102,  ନୟାଗଡରୁ 94, ନବରଙ୍ଗପୁରରୁ 91, ଭଦ୍ରକ ଓ କେନ୍ଦ୍ରାପଡାରୁ 89ଜଣ ଲେଖାଏଁ ରହିଛନ୍ତ । ପୁରୀରୁ 87, କନ୍ଧମାଳ ଓ ମାଲକାନଗିରିରୁ 81 ଜଣ ଲେଖାଏଁ ଥିବାବେଳେ ଯାଜପୁରରୁ 80, ସମ୍ବଲପୁରରୁ 78, ଝାରସୁଗୁଡାରୁ 72,  ବଲାଙ୍ଗିରରୁ 71, ଗଜପତିରୁ 58, ବରଗଡରୁ 56, କଳାହାଣ୍ଡିରୁ 49, ସୋନପୁରରୁ 31, ଅନୁଗୁଳରୁ 29, ଢେଙ୍କାନାଳରୁ 27,  କେଉଁଝର ଓ ଜଗତସିଂହପୁରର 21 ଜଣ ଲେଖାଏଁ ଥିବାବେଳେ, ବୌଦ୍ଧରୁ 11, ନୂଆପଡା3, ଦେବଗଡରୁ 2 ଜଣ ଚିହ୍ନଟ ହୋଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ହଜାର ହଜାର ଶିକ୍ଷକ ଏବଂ ଛାତ୍ରଛାତ୍ରୀଙ୍କୁ ଏଆଇ-ପ୍ରସ୍ତୁତ କରିବା ପାଇଁ ରିଲାଏନ୍ସ ଜିଓର ପ୍ରୟାସ

January 29, 2026

ଭାରତର ଗଣତନ୍ତ୍ର ଏବଂ ଜନସଂଖ୍ୟା ବିଶ୍ୱ ପାଇଁ ଆଶାର କିରଣ: ପ୍ରଧାନମନ୍ତ୍ରୀ

January 29, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ପାକିସ୍ତାନର ସଫଳତା: ଅଷ୍ଟ୍ରେଲିଆକୁ କଲା ପରାସ୍ତ

January 29, 2026

୧.୮ ଲକ୍ଷ ଯୁବକଯୁବତୀଙ୍କୁ ନିଯୁକ୍ତି ଏବଂ ୩ ଲକ୍ଷ ଯୁବକଯୁବତୀଙ୍କୁ ତାଲିମ ପ୍ରଦାନ କଲା ରିଲାଏନ୍ସ ଫାଉଣ୍ଡେସନ

January 29, 2026
Latest News

ଓଡ଼ିଶାର ହଜାର ହଜାର ଶିକ୍ଷକ ଏବଂ ଛାତ୍ରଛାତ୍ରୀଙ୍କୁ ଏଆଇ-ପ୍ରସ୍ତୁତ କରିବା ପାଇଁ ରିଲାଏନ୍ସ ଜିଓର ପ୍ରୟାସ

January 29, 2026

ଭାରତର ଗଣତନ୍ତ୍ର ଏବଂ ଜନସଂଖ୍ୟା ବିଶ୍ୱ ପାଇଁ ଆଶାର କିରଣ: ପ୍ରଧାନମନ୍ତ୍ରୀ

January 29, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ପାକିସ୍ତାନର ସଫଳତା: ଅଷ୍ଟ୍ରେଲିଆକୁ କଲା ପରାସ୍ତ

January 29, 2026

୧.୮ ଲକ୍ଷ ଯୁବକଯୁବତୀଙ୍କୁ ନିଯୁକ୍ତି ଏବଂ ୩ ଲକ୍ଷ ଯୁବକଯୁବତୀଙ୍କୁ ତାଲିମ ପ୍ରଦାନ କଲା ରିଲାଏନ୍ସ ଫାଉଣ୍ଡେସନ

January 29, 2026

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ

January 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.