Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତେଲେଙ୍ଗାନା ହାଇଡ୍ରୋଇଲେକ୍ଟ୍ରିକ୍ କାରଖାନାରେ ଅଗ୍ନିକାଣ୍ଡ : ଫସି ରହିଛନ୍ତି 9 କର୍ମଚାରୀ
ଆଜିର ଖବର

ତେଲେଙ୍ଗାନା ହାଇଡ୍ରୋଇଲେକ୍ଟ୍ରିକ୍ କାରଖାନାରେ ଅଗ୍ନିକାଣ୍ଡ : ଫସି ରହିଛନ୍ତି 9 କର୍ମଚାରୀ

August 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦ : ତେଲେଙ୍ଗାନାରେ ରହିଥିବା ଏକ ହାଇଡ୍ରୋଇଲେକ୍ଟ୍ରିକ୍ କାରଖାନାରେ ଗତରାତିରେ ଅଗ୍ନିକାଣ୍ଡ ଘଟିବା ସହିତ ବ୍ୟାପକ କ୍ଷତି ଘଟିଛି । ଏହି ଅଗ୍ନିକାଣ୍ଡକୁ ଆୟତ୍ତ କରାଯିବାକୁ ଚେଷ୍ଟା କରାଯାଉଥିବା ବେଳେ ଅଗ୍ନିକାଣ୍ଡରେ 9 ଜଣ କର୍ମଚାରୀ ଫସି ରହିଥିବା ଜଣାପଡିଛି । ତେଲେଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶ ସୀମାରେ ରହିଥିବା ହାଇଡ୍ରୋଇଲେକ୍ଟ୍ରିକ୍ କାରଖାନାରେ ନିଆଁ ଲାଗିବା ସମୟରେ 19 ଜଣ ଲୋକ ଉପସ୍ଥିତ ଥିଲେ । ଅଗ୍ନିକାଣ୍ଡ ସମୟରେ 10 ଜଣ ଲୋକ ଜୀବନ ବଞ୍ଚାଇ ପଳାଇ ଆସିଥିବା ବେଳେ ଅନ୍ୟ 9 ଜଣ ଫସି ରହିଥିଲେ ।  ଫସି ରହିଥିବା 9ଜଣଙ୍କ ମଧ୍ୟରେ ଜଣେ ଡିଭିଜନ ଇଞ୍ଜିନିୟର, ଚାରି ଜଣ ସହକାରୀ ଇଞ୍ଜିନିୟର, ଦୁଇ ଜଣ ଅଫିସ କର୍ମଚାରୀ ଏବଂ ଅମର ରାଜା ବ୍ୟାଟେରୀର ଦୁଇ ଜଣ କର୍ମଚାରୀ ଉପସ୍ଥିତ ରହିଥିଲେ । ଏନଡିଆରଏଫ୍ ଏବଂ ଅଗ୍ନିଶମ ବିଭାଗ ପକ୍ଷରୁ ମିଳିତ ଭାବରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଶକ୍ତିମନ୍ତ୍ରୀ ଜଗଦୀଶ ରେଡ୍ଡୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି ।

fire
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026
Latest News

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.