Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନଲାଇନ୍‌ରେ ଦାଖଲ ହେବ ନାମାଙ୍କନ ପତ୍ର, ଜାରି ହେଲା ନିର୍ଦ୍ଦେଶାବଳୀ
ଆଜିର ଖବର

ଅନଲାଇନ୍‌ରେ ଦାଖଲ ହେବ ନାମାଙ୍କନ ପତ୍ର, ଜାରି ହେଲା ନିର୍ଦ୍ଦେଶାବଳୀ

August 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିହାର :  ନିର୍ବାଚନ ଆୟୋଗ  ନିର୍ବାଚନ ପାଇଁ ଏକ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ଏହି ନିର୍ଦ୍ଦେଶାବଳୀ ଅନୁସାରେ ବିହାର ବିଧାନସଭା ନିର୍ବାଚନ ପାଇଁ ନାମାଙ୍କନ ଅନଲାଇନରେ ଦାଖଲ କରାଯିବ। ଏଥର ପ୍ରାର୍ଥୀମାନେ ଅନଲାଇନରେ ସିକ୍ୟୁରିଟି ମନି ଜମା କରିପାରିବେ ବୋଲି ବିହାର ବିଧାନସଭା ନିର୍ବାଚନ ପାଇଁ ଜାରି ହୋଇଥିବା ଗାଇଡଲାଇନରେ ସୂଚନା ରହିଛି। ଏହା ବ୍ୟତୀତ ପ୍ରାର୍ଥୀଙ୍କୁ ଅନଲାଇନରେ ନାମାଙ୍କନ ଦାଖଲ କରିବାକୁ ପଡିବ।
ନିର୍ବାଚନ ଆୟୋଗର ନିର୍ଦ୍ଦେଶାବଳୀ ଅନୁଯାୟୀ ସର୍ବାଧିକ ପାଞ୍ଚ ଜଣ ଲୋକ ଦ୍ୱାରରୁ ଦ୍ୱାର ପ୍ରଚାର ପାଇଁ ପ୍ରାର୍ଥୀଙ୍କ ସହ ରହିପାରିବେ। ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ସାଧାରଣ ସଭା ଏବଂ ରୋଡ୍ ସୋକୁ ଅନୁମତି ଦିଆଯିବ ବୋଲି ନିର୍ବାଚନ ଆୟୋଗ କହିଛନ୍ତି। ନିର୍ବାଚନ ସମୟରେ କରୋନା ସଙ୍କଟକୁ ଦୃଷ୍ଟିରେ ରଖି ସତର୍କତା ଅବଲମ୍ବନ କରିବାକୁ ନିର୍ବାଚନ ଆୟୋଗ କହିଛନ୍ତି।
ନିର୍ବାଚନ ପ୍ରକ୍ରିୟା ସମୟରେ ଫେସ୍ ମାସ୍କ, ସାନିଟାଇଜର, ଥର୍ମାଲ୍ ସ୍କାନର୍, ଗ୍ଲୋଭସ୍, ପିପିଏ କିଟ୍ ବ୍ୟବହାର କରାଯିବ ଏବଂ ସାମାଜିକ ଦୂରତା ନିୟମ ମଧ୍ୟ ପାଳନ କରାଯିବ।ସେହିପରି ରେଜିଷ୍ଟରରେ ଦସ୍ତଖତ କରିବା ପାଇଁ  ଭୋଟରମାନଙ୍କୁ ଗ୍ଲୋଭସ୍‌ ଯୋଗାଇ ଦିଆଯିବ। ଇଭିଏମ୍ ମେସିନରେ ଭୋଟ୍ ଦେବା ପୂର୍ବରୁ ଭୋଟରଙ୍କୁ ଗ୍ଲୋଭସ୍ ଦିଆଯିବ।  ଏହା ବ୍ୟତୀତ, ଭୋଟର ଚିହ୍ନଟ ପ୍ରକ୍ରିୟା ସମୟରେ ଆବଶ୍ୟକସ୍ଥଳେ ପରିଚୟ ପାଇଁ ଫେସ୍ ମାସ୍କକୁ ମଧ୍ୟ ହଟାଇପାରିବେ ବୋଲି ସୂଚନା ରହିଛି । ପୋଷ୍ଟାଲ ବାଲାଟକୁ ଅଧିକ ପ୍ରସାର କରାଯିବ ବୋଲି ସୂଚନା ରହିଛି।   (ଏଜେନ୍ସି)
biharassemblyelection
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.