Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚୌକିଦାର ଅଭିଯାନକୁ ଟାର୍ଗେଟ୍‌ କଲେ ମାୟାବତୀ
ଆଜିର ଖବର

ଚୌକିଦାର ଅଭିଯାନକୁ ଟାର୍ଗେଟ୍‌ କଲେ ମାୟାବତୀ

March 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତୀୟ ଜନତା ପାର୍ଟି ତରଫରୁ ‘ମୁଁ ବି ଚୌକିଦାର’ ନିର୍ବାଚନୀ ଅଭିଯାନ କୁ ବିଏସ୍‌ପି ସୁପ୍ରିମୋ ମାୟାବତୀ ଟାର୍ଗେଟ୍‌ କରିଛନ୍ତି। ମାୟାବତୀ ଏକ ଟୁଇଟ୍‌ କରି କହିଛନ୍ତି ଯେ ନରେନ୍ଦ୍ର ମୋଦି ଗତ ଥର ନିର୍ବାଚନରେ ‘ଚାୟେବାଲା’ ଥିଲେ, ଏବେ ‘ଚୌକିଦାର’ ହୋଇଗଲେ। ବିଜେପିର ଶାସନରେ ପୂରା ଅଜବ ପ୍ରକାରର ପରିବର୍ତ୍ତନ ହୋଇଛି। ବିଜେପିର ‘ମୁଁ ବି ଚୌକିଦାର’ର କ୍ୟାମ୍ପେନ୍‌ ଲଞ୍ଚ ହେବା ପରେ ମୋଦିଙ୍କ ସମେତ ବିଜେପିର ବହୁ ବରିଷ୍ଠ ନେତା ନିଜ ନିଜ ଟୁଇଟର୍‌ ଆକାଉଣ୍ଟରେ ନିଜ ନାମ ଆଗରୁ ଚୌକିଦାରକୁ ଯୋଡ଼ିଛନ୍ତି। ଏହାକୁ ନେଇ ମାୟାବତୀ ବିଜେପିକୁ କଟାକ୍ଷ କରିଛନ୍ତି। ମାୟାବତୀଙ୍କ ପୂର୍ବରୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧି ଓ କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧି ମଧ୍ୟ ଏହି ଅଭିଯାନକୁ ନେଇ କଟାକ୍ଷ କରିସାରିଛନ୍ତି। ରାଫେଲ୍‌ ଦୁର୍ନୀତିକୁ ନେଇ ରାହୁଲ୍‌ ଗାନ୍ଧି ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ‘ଚୌକିଦାର ଚୋର୍‌ ହୈ’ ନାରା ଲଗାଉଥିବାବେଳେ ଏହି ଚୌକିଦାରକୁ ପ୍ରଧାନମନ୍ତ୍ରୀ ମୋଦି ଚଳିତ ନିର୍ବାଚନରେ ଆୟୁଧ କରିଛନ୍ତି। ଏହି ଅଭିଯାନକୁ ନେଇ ବିରୋଧୀ ଶାସକଙ୍କୁ ଉପହାସ କରିବା ସହିତ ଟାର୍ଗେଟ୍‌ ମଧ୍ୟ କରୁଛି।

mayawati thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

୧୭୨୬ ବୈଷୟିକ ପଦବୀରେ ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗର ପଦକ୍ଷେପ

July 14, 2026

ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ୍ ସମ୍ମିଳନୀରେ ଯୋଗଦେଲେ ପ୍ରଭାତୀ ପରିଡ଼ା

July 14, 2026

ବିସ୍ତୃତ ରାଶିଫଳ: ଜୁଲାଇ ୧୪ ତାରିଖ ମଙ୍ଗଳବାରରେ ଛଅଟି ରାଶିର ବ୍ୟକ୍ତି ହେବେ ମାଲାମାଲ

July 14, 2026

ଟେକ୍ ମହିନ୍ଦ୍ରା ସହ ସୋଆର ଏମ୍‌ଓୟୁ ସ୍ୱାକ୍ଷର

July 13, 2026
Latest News

୧୭୨୬ ବୈଷୟିକ ପଦବୀରେ ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗର ପଦକ୍ଷେପ

July 14, 2026

ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ୍ ସମ୍ମିଳନୀରେ ଯୋଗଦେଲେ ପ୍ରଭାତୀ ପରିଡ଼ା

July 14, 2026

ବିସ୍ତୃତ ରାଶିଫଳ: ଜୁଲାଇ ୧୪ ତାରିଖ ମଙ୍ଗଳବାରରେ ଛଅଟି ରାଶିର ବ୍ୟକ୍ତି ହେବେ ମାଲାମାଲ

July 14, 2026

କେନ୍ଦୁପତ୍ର ତୋଳାଳୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି

July 13, 2026

ଟେକ୍ ମହିନ୍ଦ୍ରା ସହ ସୋଆର ଏମ୍‌ଓୟୁ ସ୍ୱାକ୍ଷର

July 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.