Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୯ଟି ଜିଲ୍ଲାରୁ ୨୮୧୯ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

୨୯ଟି ଜିଲ୍ଲାରୁ ୨୮୧୯ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

August 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ୨୯ଟି ଜିଲ୍ଲାରୁ ମୋଟ୍‌ ୨ହଜାର ୮୧୯ ଆକ୍ରାନ୍ତ ଚିହ୍ନଟ ହୋଇଛି। ୨୮୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୧ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୧୧୨୮ ଜଣ ସ୍ଥାନୀୟ ମାମଲା। ରାଜ୍ୟରେ  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ହଜାର ୫୩୭କୁ ବୃଦ୍ଧି ହୋଇଛି। କୋରୋନରୁ ୫୦୫୦୩ ଜଣ ସୁସ୍ଥ ହୋଇଥିବାବେଳେ ୨୪୫୮୨ ଜଣ ଚିକିତ୍ସାଧୀନ ଅଛନ୍ତି।  

ଖୋର୍ଦ୍ଧାରୁ ସର୍ବାଧିକ ୪୪୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରେ ୨୫୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମୟୂରଭଞ୍ଜରୁ ୨୧୯, ଗଞ୍ଜାମରୁ ୧୯୨, ରାୟଗଡରୁ ୧୪୭, ସମ୍ବଲପୁରରୁ ୧୪୫, ବରଗଡରୁ ୧୩୬, ଯାଜପୁରରୁ ୧୨୦, ପୁରୀରୁ ୧୦୯, ବାଲେଶ୍ବରରୁ ୧୦୫, ଢେଙ୍କାନାଳରୁ ୧୦୦, ମାଲକାନଗିରିରୁ ୮୩, କୋରାପୁଟରୁ ୮୧, ଭଦ୍ରକରୁ ୭୭, ନୟାଗଡରୁ ୬୪, ଝାରସୁଗୁଡାରୁ ୬୩, କେନ୍ଦ୍ରାପଡା ଓ ଗଜପତିରୁ ୬୨ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ୫୭, ବଲାଙ୍ଗୀରିରୁ ୫୬, କଳାହାଣ୍ଡିରୁ ୫୫, ଜଗତସିଂହପୁରରୁ ୪୮, କନ୍ଧମାଳରୁ ୪୪, ଅନୁଗୁଳରୁ ୨୩, ସୋନପୁରରୁ ୧୪ , କେଉଁଝରରୁ ୭, ବୌଦ୍ଧରୁ ୬, ଏବଂ ନୂଆପଡା ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

coronapossitive covid-19 khordha Odisha
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026
Latest News

ସମ୍ବଲପୁର ଓ ଝାରସୁଗୁଡ଼ା ସମେତ ଓଡ଼ିଶା ହେବ ଦେଶର ଅଗ୍ରଣୀ ମ୍ୟାନୁଫ୍ୟାକଚରିଂ ଏବଂ ଲଜିଷ୍ଟିକ୍ ହବ୍

April 25, 2026

କାକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ୧୨ ବର୍ଷୀୟ ଛାତ୍ରଙ୍କ ମୃତ୍ୟୁ ଏବଂ ୧୦୦ରୁ ଅଧିକ ଅସୁସ୍ଥ ହେବା ଘଟଣାରେ ନିଜ ଆଡୁ ମାମଲା ରୁଜ୍ଜୁ କଲେ ଜାତୀୟ ମାନବାଧିକାର ଆୟୋଗ

April 24, 2026

ଆଇ.ଆର୍.ସି.ଟି.ସି ର ବୁଦ୍ଧିଷ୍ଟ ସର୍କିଟ ପର୍ଯ୍ୟଟକ ପ୍ୟାକେଜ୍ ଉପରେ ସ୍ୱତନ୍ତ୍ର ୨୦% ରିହାତି

April 24, 2026

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.