Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି କରୋନା ଭାଇରସ ଯୋଗୁଁ ୯ ଜଣଙ୍କ ପ୍ରାଣହାନୀ, ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟ ୩୯୯ ରେ ପହଞ୍ଚିଲା
ଆଜିର ଖବର

ଆଜି କରୋନା ଭାଇରସ ଯୋଗୁଁ ୯ ଜଣଙ୍କ ପ୍ରାଣହାନୀ, ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟ ୩୯୯ ରେ ପହଞ୍ଚିଲା

August 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, କରୋନା ଭାଇରସ ଯୋଗୁଁ ଆଜି ରାଜ୍ୟରେ ୯ ଜଣଙ୍କ ପ୍ରାଣହାନୀ ଘଟିଛି। ଫଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୯ ରେ ପହଞ୍ଚିଛି । ନଅ ଜଣଙ୍କ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ରୁ ୨ଜଣ, ବଲାଙ୍ଗୀର, ଗଞ୍ଜାମ, ମାଲକାନିଗିରି ଓ ରାୟଗଡାରୁ ଜଣେ ଲେଖାଏଁ ବାସିନ୍ଦା ଅଛନ୍ତି ।

ବର୍ତ୍ତମାନ ଗଞ୍ଜାମରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୧ କୁ ବୃଦ୍ଧି ପାଇଛି ।

କଟକ ଜିଲ୍ଲା- ତିନିଜଣ ମୃତ- ଦୁଇଜଣ ୭୦ ଓ ୫୧ ବର୍ଷୀୟା ମହିଳା ,ଜଣେ ୫୦ ବର୍ଷୀୟ ପୁରୁଷ ଅଛନ୍ତି।

ସୁନ୍ଦରଗଡ଼ ଜିଲ୍ଲା- ଦୁଇ ଜଣ ମୃତକ- ୫୪ ଓ ୬୦ ବର୍ଷୀୟ ଦୁଇଜଣ ପୁରୁଷ ଅଛନ୍ତି ।

ବଲାଙ୍ଗୀର ଜିଲ୍ଲା- ମୃତକ ଜଣେ- ୨୮ ବର୍ଷୀୟ ପୁରୁଷ

ଗଞ୍ଜାମ ଜିଲ୍ଲାର- ମୃତକ ଜଣେ ୬୦ ବର୍ଷୀୟ ପୁରୁଷ

ରାୟଗଡା ଜିଲ୍ଲା-ଜଣେ- ମୃତକଙ୍କ ବୟସ ୫୧ବର୍ଷ ପୁରୁଷ

ମାଲାକାନାଗିରି ଜିଲ୍ଲା-ଜଣେ- ୫୪ ବର୍ଷ ବୟସ୍କ ପୁରୁଷ

ଓଡିଶାରେ କରୋନା ମୃତ୍ୟୁ କରୋନା ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026
Latest News

NITI Aayog Index 2026: ଦେଶର ଉପଯୁକ୍ତ ବିନିଯୋଗ କ୍ଷେତ୍ରରେ ୫ମ ସ୍ଥାନରେ ଓଡିଶା

July 21, 2026

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.