Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ଜିଲ୍ଲାରୁ ଆଜି ଚିହ୍ନଟ ହେଲେ ୪୮, ସୁସ୍ଥ ହେଲେ ୧୫ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଜଗତସିଂହପୁର ଜିଲ୍ଲାରୁ ଆଜି ଚିହ୍ନଟ ହେଲେ ୪୮, ସୁସ୍ଥ ହେଲେ ୧୫ ଜଣ କରୋନା ଆକ୍ରାନ୍ତ

August 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ୪୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁସ୍ଥ ହୋଇଛନ୍ତି ୧୫ ଜଣ। ଏଥିସହିତ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସମୁଦାୟ ୧୨୮୧ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯୩୯ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି ଓ ବର୍ତ୍ତମାନ ୩୫୫ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲିକୁଦା ବ୍ଲକରୁ ୩ଜଣ, ଏରସମା ବ୍ଲକରୁ ୫ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୫ଜଣ, ନାଉଗାଁ ବ୍ଲକରୁ ୭ଜଣ, ରଘୁନାଥପୁର ବ୍ଲକରୁ ୬ଜଣ, କୁଜଙ୍ଗ ବ୍ଲକରୁ ୧୪ଜଣ, ତିର୍ତ୍ତୋଲ ବ୍ଲକରୁ ୪ଜଣ, ପାରାଦ୍ଵୀପରୁ ୨ଜଣ ଏବଂ ବିରିଡ଼ି ଓ ଜଗତସିଂହପୁର ବ୍ଲକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

କରୋନା ଆକ୍ରାନ୍ତ ଚିହ୍ନଟ ଜଗତସିଂହପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଅଂଶୁଘାତ ମୃତ୍ୟୁ ସଂଖ୍ୟା ୩ ଛୁଇଁଲା

May 23, 2026

ବଦଳିଲା ଓଟିଇଟି ତାରିଖ

May 22, 2026

୬ ମାସ ପାଇଁ ଶକ୍ତି କ୍ଷେତ୍ରରେ ଏସମା ଲାଗୁ

May 22, 2026

ନଗରପାଳଙ୍କ ଘର ଉପରକୁ ବୋମାମାଡ, ପୋଲିସ ତଦନ୍ତ ଜାରି

May 22, 2026
Latest News

ଅଂଶୁଘାତ ମୃତ୍ୟୁ ସଂଖ୍ୟା ୩ ଛୁଇଁଲା

May 23, 2026

ବଦଳିଲା ଓଟିଇଟି ତାରିଖ

May 22, 2026

୬ ମାସ ପାଇଁ ଶକ୍ତି କ୍ଷେତ୍ରରେ ଏସମା ଲାଗୁ

May 22, 2026

ନଗରପାଳଙ୍କ ଘର ଉପରକୁ ବୋମାମାଡ, ପୋଲିସ ତଦନ୍ତ ଜାରି

May 22, 2026

ପୁରୁଣାଗଡ଼ରୁ ମିଳିଲା ଓଡ଼ିଶାର ହଜିଲା ସଭ୍ୟତାର ସନ୍ଧାନ

May 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.