Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ୬୯, ୨୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୯୧୨ ଜଣଙ୍କର ମୃତ୍ୟୁ
ଆଜିର ଖବର

ଦେଶରେ ୬୯, ୨୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୯୧୨ ଜଣଙ୍କର ମୃତ୍ୟୁ

August 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଦେଶରେ ୬୯, ୨୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ଆକ୍ରାନ୍ତ ଙ୍କ ସଂଖ୍ୟା ୩୦ଲକ୍ଷ ୪୪ ହଜାର ୯୪୧ରେ ପହଞ୍ଚିଥିବାବେଳେ ୭ ଲକ୍ଷ ୭ ହଜାର ୬୬୮ ଜଣ ଚିକିତ୍ସାଧୀନ ଅଛନ୍ତି। କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୨ଲକ୍ଷ ୮୦ହଜାର ୫୬୭ରେ ପହଞ୍ଚିଛି।

ସେହିପରି ଦେଶରେ ଆଜି କରୋନାରେ ୯୧୨ ଜଣ ମୃତ୍ୟୁବରଣ କରିଛନ୍ତି। ତେବେ ଦେଶରେ କୋରୋନଜନିତ ମୋଟ ମୃତ୍ୟୁ ସଂଖ୍ୟା ୫୬,୭୦୬ କୁ ବୃଦ୍ଧି ହୋଇଛି। ମହାରାଷ୍ଟ୍ର ସର୍ବାଧିକ ୨୧ ହଜାର ୯୯୫ ଜଣ କରୋନାରେ ମୃତ୍ୟୁ ବରଣ କରିଥିବାବେଳେ ତାମିଲନାଡୁରେ ୬୪୨୦, କର୍ଣ୍ଣାଟକରେ ୪୬୧୫, ଦିଲ୍ଲୀରେ ୪୨୮୪ ଜଣଙ୍କ ମୃତ୍ୟୁ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। (ଏଜେନ୍ସି)

corona-cases india tolldeath
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶରେ ୧୦୦ ଅତ୍ୟାଧୁନିକ ଶିଳ୍ପ ପାର୍କ ସ୍ଥାପନ ହେବ

May 24, 2026

ଏବେ ପ୍ରକୃତ ଲଢ଼େଇ ହିନ୍ଦୁ ଏବଂ ମୁସଲିମ ମଧ୍ୟରେ ନୁହେଁ, ଧନୀ ଏବଂ ଗରିବ ପ୍ରସଙ୍ଗରେ ହେବ – ରାହୁଲ ଗାନ୍ଧୀ

May 24, 2026

ପେଟ୍ରୋଲ ଦର ହାଇଦ୍ରାବାଦରେ ସର୍ବାଧିକ ଏବଂ ଦିଲ୍ଲୀରେ ସର୍ବନିମ୍ନ। ରାଜ୍ୟ ମଧ୍ୟରେ ଦର କାହିଁକି ଭିନ୍ନ

May 24, 2026

ଏଫଆଇଜି ତାସକେଣ୍ଟ ବିଶ୍ୱ ଚ୍ୟାଲେଞ୍ଜ କପ: ପ୍ରଣତି ନାୟକଙ୍କୁ ରୌପ୍ୟ ପଦକ

May 24, 2026
Latest News

ଦେଶରେ ୧୦୦ ଅତ୍ୟାଧୁନିକ ଶିଳ୍ପ ପାର୍କ ସ୍ଥାପନ ହେବ

May 24, 2026

ବରିଷ୍ଠ ନାଗରିକ FD ହାର: କେଉଁ ବ୍ୟାଙ୍କ କେତେ ରିଟର୍ଣ୍ଣ ପ୍ରଦାନ କରୁଛନ୍ତି, ଦେଖନ୍ତୁ

May 24, 2026

ଏବେ ପ୍ରକୃତ ଲଢ଼େଇ ହିନ୍ଦୁ ଏବଂ ମୁସଲିମ ମଧ୍ୟରେ ନୁହେଁ, ଧନୀ ଏବଂ ଗରିବ ପ୍ରସଙ୍ଗରେ ହେବ – ରାହୁଲ ଗାନ୍ଧୀ

May 24, 2026

ପେଟ୍ରୋଲ ଦର ହାଇଦ୍ରାବାଦରେ ସର୍ବାଧିକ ଏବଂ ଦିଲ୍ଲୀରେ ସର୍ବନିମ୍ନ। ରାଜ୍ୟ ମଧ୍ୟରେ ଦର କାହିଁକି ଭିନ୍ନ

May 24, 2026

ନୌତପା ସମୟରେ ନିଜର ଧ୍ୟାନ କିପରି ରଖିବେ, ଜାଣନ୍ତୁ

May 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.