ଆଜି ରାଜ୍ୟରେ ୩୦ଟି ଜିଲ୍ଲାରୁ ମୋଟ୍‌ ୨ହଜାର ୯୯୩ ଆକ୍ରାନ୍ତ ଚିହ୍ନଟ

Published: Aug 23, 2020, 11:17 am IST

ଭୁବନେଶ୍ବର: ଆଜି ରାଜ୍ୟରେ ୩୦ଟି ଜିଲ୍ଲାରୁ ମୋଟ୍‌ ୨ହଜାର ୯୯୩ ଆକ୍ରାନ୍ତ ଚିହ୍ନଟ ହୋଇଛି। ୨ହଜାର ୯୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୧୧୧୪ ଜଣ ସ୍ଥାନୀୟ ମାମଲା। ରାଜ୍ୟରେ  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୮ ହଜାର ୫୩୦କୁ ବୃଦ୍ଧି ହୋଇଛି। କୋରୋନରୁ ୫୨,୨୭୬ ଜଣ ସୁସ୍ଥ ହୋଇଥିବାବେଳେ ୨୫,୭୯୨ ଜଣ ଚିକିତ୍ସାଧୀନ ଅଛନ୍ତି।  

Related posts