Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଚିହ୍ନଟ ହୋଇଥିବା ୨ହଜାର ୯୯୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ
ଆଜିର ଖବର

ଆଜି ଚିହ୍ନଟ ହୋଇଥିବା ୨ହଜାର ୯୯୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ

August 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ୩୦ଟି ଜିଲ୍ଲାରୁ ମୋଟ୍‌ ୨ହଜାର ୯୯୩ ଆକ୍ରାନ୍ତ ଚିହ୍ନଟ ହୋଇଛି। ୨ହଜାର ୯୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭୯ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୧୧୧୪ ଜଣ ସ୍ଥାନୀୟ ମାମଲା। ରାଜ୍ୟରେ  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୮ ହଜାର ୫୩୦କୁ ବୃଦ୍ଧି ହୋଇଛି। କୋରୋନରୁ ୫୨,୨୭୬ ଜଣ ସୁସ୍ଥ ହୋଇଥିବାବେଳେ ୨୫,୭୯୨ ଜଣ ଚିକିତ୍ସାଧୀନ ଅଛନ୍ତି।  

ଖୋର୍ଦ୍ଧାରୁ ସର୍ବାଧିକ ୬୦୬ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମରୁ ୨୭୧ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୧୫୮, ପୁରୀରୁ ୧୫୬, ନୟାଗଡରୁ ୧୫୩, ରାୟଗଡାରୁ ୧୩୭, ଯାଜପୁରରୁ ୧୨୧, ମୟୂରଭଞ୍ଜରୁ ୧୨୦, ବାଲେଶ୍ବରରୁ ୧୧୫, ସମ୍ବଲପୁରରୁ ୧୦୪, ବରଗଡରୁ ୯୮, କୋରାପୁଟରୁ ୯୫, ଭଦ୍ରକରୁ ୯୨, ମାଲକାନଗିରିରୁ ୮୫, ସୁନ୍ଦରଗଡରୁ ୭୦, ନବରଙ୍ଗପୁରରୁ ୬୮, କେନ୍ଦୁଝରରୁ ୬୩, ବଲାଙ୍ଗିରିରୁ ୬୨, ଢେଙ୍କାନାଳରୁ ୬୦, କନ୍ଧମାଳରୁ ୫୮, ଜଗତସିଂହପୁରରୁ ୪୬, ଝାରସୁଗୁଡା, ଗଜପତି ଓ କେନ୍ଦ୍ରାପଡାରୁ ୪୩ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସୋନପୁରରୁ ୪୦, କଳାହାଣ୍ଡିରୁ ୩୬, ଅନୁଗୁଳରୁ ୨୧, ବୌଦ୍ଧ ଏବଂ ଦେବଗଡରୁ ୯ ଜଣ ଲେଖାଏଁ , ନୂଆପଡାରୁ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.