Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୋକାନ ଭିତରକୁ ପଶିଲା ଟ୍ରକ: ଡ଼୍ରାଇଭର ଆହତ
ଆଜିର ଖବର

ଦୋକାନ ଭିତରକୁ ପଶିଲା ଟ୍ରକ: ଡ଼୍ରାଇଭର ଆହତ

August 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ସହରର ଗୋଷାଣିନୂଆଗାଁ ଓଭର ବ୍ରିଜ୍ ନିକଟରେ ଏକ ଟ୍ରକ ଦୋକାନ ମଧ୍ୟକୁ ପ୍ରବେଶ କରିବାରୁ ଦୋକାନଟି ସଂପୂର୍ଣ୍ଣ ଭାଙ୍ଗି ନଷ୍ଟ ହୋଇଯାଇଛି। ଦୋକାନଟି ବନ୍ଦ ଥିବାରୁ କାହାର କିଛି କ୍ଷତି ହୋଇନାହିଁ।

ଘଟଣାରୁ ପ୍ରକାଶ ଯେ ଆଜି ମଧ୍ୟାହ୍ନ ୨ ଘଣ୍ଟା ସମୟରେ ବ୍ରହ୍ମପୁର ଷ୍ଟେସନରୁ ଗୋଷାଣିନୂଆଗାଁକୁ ସଂଯୋଗ କରୁଥବା ଓଭର ବ୍ରିଜ୍ ଦେଇ ଦ୍ରୁତଗତିରେ ଆସୁଥିବା ସାର ବୋଝେଇ ଟ୍ରକ (ଓଆର୍ ୦୭ ଏସ୍ ୧୨୫୬) ଟିର ବ୍ରେକ ଫେଲ୍ ହୋଇଯାଇଥିଲା। ଫଳରେ ବୁଲାଣିରେ ଟ୍ରକଟି ଭାରସାମ୍ୟ ହରାଇ ପ୍ରହ୍ଲାଦ ପାଣିଗ୍ରାହୀଙ୍କ ତ୍ରିବେଣୀ ସେଲ୍ସ ପଏଣ୍ଟ ଦୋକାନ ମଧ୍ୟକୁ ପ୍ରବେଶ କରିଥିଲା।

ଗାଡ଼ି ଡ଼୍ରାଇଭର କାଳୁ ଚରଣ ଦାଶ ଆହତ ହୋଇଥିବାରୁ ତାଙ୍କୁ ତୁରନ୍ତ ଚିକିତ୍ସା କରାଯାଇଥିଲା। ତେବେ ଦୁର୍ଘଟଣା ଘଟିବା ପରେ ରାସ୍ତାଟି ଜାମ୍ ହୋଇଯାଇଥିବାରୁ ଟ୍ରାଫିକ୍ ଆଇଆଇସି ସୁନିଲ ବେହେରାଙ୍କ ତତ୍ତ୍ୱାବଧାନରେ ଟ୍ରକଟିକୁ ବାହାର କରାଯାଇଥିଲା। ଫଳରେ ଯାନାବାହାନ ଚଳାଚଳ ସ୍ୱାଭାବିକ ହୋଇଛି। ଏନେଇ କୌଣସି ମାମଲା ହୋଇନଥିବା ଜଣାପଡ଼ିଛି।

accident truck
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026

ଜିଲ୍ଲାପାଳଙ୍କ ଘୋଷଣା: ପ୍ରଥମ ଥର ପାଇଁ ସିଧା ପ୍ରସାରଣ ହେବ କଟକ ଦଶହରା ଭସାଣି

September 24, 2026
Latest News

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026

ଜିଲ୍ଲାପାଳଙ୍କ ଘୋଷଣା: ପ୍ରଥମ ଥର ପାଇଁ ସିଧା ପ୍ରସାରଣ ହେବ କଟକ ଦଶହରା ଭସାଣି

September 24, 2026

ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା: ବାଚସ୍ପତି ଓ ବିଧାନସଭା ସଚିବଙ୍କୁ ହାଇକୋର୍ଟଙ୍କ ନୋଟିସ୍, ୨୯ରେ ପରବର୍ତ୍ତୀ ଶୁଣାଣି

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.