Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋଟିଏ ପରିବାରର ୪ ବର୍ଷର ଶିଶୁ ସମେତ ୫ ଜଣ ସଦସ୍ୟଙ୍କ ଆତ୍ମହତ୍ୟା
ଆଜିର ଖବର

ଗୋଟିଏ ପରିବାରର ୪ ବର୍ଷର ଶିଶୁ ସମେତ ୫ ଜଣ ସଦସ୍ୟଙ୍କ ଆତ୍ମହତ୍ୟା

August 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୋପାଳ : ମଧ୍ୟପ୍ରଦେଶର ରାଜଧାନୀ ଭୋପାଳ ଠାରୁ ୩୪୩ କିଲୋମିଟର ଦୂର ତଥା ଟିକମଗଡ଼ ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଥିବାର ସୂଚନା ରହିଛି । ଏଠାରେ ଏକ ପରିବାରର ୫ଜଣ ସଦସ୍ୟ ଆତ୍ମହତ୍ୟା କରିଛନ୍ତି।  ମୃତକମାନେ ହେଲେ ଖଡ଼ଗପୁର ସହରର ୬୨ ବର୍ଷୀୟ ଧରମଦାସ ସୋନି, ୫୫ ବର୍ଷୀୟ ପୋନି ସୋନି, ୨୭ ବର୍ଷୀୟ ମନୋହର ସୋନି, ୨୫ ବର୍ଷୀୟା ବୋହୁ ସୋନମ ସୋନି ଓ ୪ବର୍ଷୀୟ ନାତି ସାନିଧ୍ୟ।

ସମ୍ପୃକ୍ତ ପରିବାରଙ୍କ ଘର ଭିତର ପଟୁ ବହୁ ସମୟ ପର୍ଯ୍ୟନ୍ତ ବନ୍ଦ ରହିଥିବାରୁ ପଡୋଶୀ ଲୋକେ ପୋଲିସକୁ ସୂଚନା ଦେଇଥିଲେ । ସୂଚନା ମିଳିବା ପରେ ପୋଲିସ ଘଟଣାସ୍ଥଳରେ ପହଂଚି ଘର ଭିତରକୁ ପ୍ରବେଶ କରିଥିଲା । ପୋଲିସ ଟିମ ପ୍ରଥମେ ମନୋହରଙ୍କ ମୃତଦେହ ଏକ ପଂଙ୍ଖାରେ ଝୁଲୁଥିବା ଦେଖିଥିଲେ । ପରେ ପୋଲିସ ଟିମ ଅନ୍ୟ ଏକ ରୁମରୁ ପରିବାରର ଅନ୍ୟ ୪ ଜଣଙ୍କ ମୃତଦେହ ଉଦ୍ଧାର କରିଥିଲେ । ସୁଇସାଇଡ ନୋଟ ଉଦ୍ଧାର ହୋଇ ନାହିଁ ବୋଲି ପୋଲିସ କହିଥିବା ବେଳେ ଘଟଣାର ତଦନ୍ତ ଚାଲିଛି । (ଏଜେନ୍ସି)

suicide
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ, ଜୟପୁରରେ ଜରୁରୀ ଅବତରଣ

October 14, 2026

ପାଲଘରରେ ଭୟାବହ ଅଗ୍ନିକାଣ୍ଡ: ଦୁଇ ମହିଳା ମୃତ, ୬ ଗୁରୁତର

October 14, 2026
Latest News

ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ

October 14, 2026

ଓଡ଼ିଶାରେ ସୃଷ୍ଟି ହେବ ବ୍ୟାପକ ନିଯୁକ୍ତିର ନୂଆ ଦିଗନ୍ତ: ମୁଖ୍ୟମନ୍ତ୍ରୀ

October 14, 2026

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026

ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ବିରଳ ଯୋଡାମୁଣ୍ଡ ଶିଶୁ ଜନ୍ମ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.