Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠୁ ଆଉଏକ ଲଘୁଚାପ: ପ୍ରବଳ ବର୍ଷିବ
ଆଜିର ଖବର

ଆଜିଠୁ ଆଉଏକ ଲଘୁଚାପ: ପ୍ରବଳ ବର୍ଷିବ

August 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ଆଜିଠୁ ୨୭ ତାରିଖ ଯାଏ ବର୍ଷ ହେବ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୃବାନୁମାନ କରାଯାଇଛି।  ସମ୍ଭାବ୍ୟ ଲଘୁଚାପ ଯୋଗୁ ଆସନ୍ତା ୨୪ ତାରିଖ ରାତିରୁ ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ପୁରୀ ଏବଂ ଅନୁଗୋଳ ଜିଲାରେ ପ୍ରବଳ ବର୍ଷିବ।

୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଏବଂ ଢେଙ୍କାନାଳ ଜିଲାରେ ଅତି ପ୍ରବଳ ବର୍ଷା ହେବ। ସେହିପରି ୨୬ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମୟୂରଭଞ୍ଜ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ଅନୁଗୋଳ ଜିଲାରେ ଅତି ପ୍ରବଳ ବର୍ଷା ହେବ।

୨୭ ତାରିଖରେ ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ବଲାଙ୍ଗୀର ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ସମସ୍ତ ଜିଲାର ଜିଲାପାଳମାନଙ୍କୁ ସତର୍କ ରହିବା ପାଇଁ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026
Latest News

ଆସନ୍ତୁ ଜାଣିବା ସୂର୍ଯ୍ୟମୁଖୀ ମଞ୍ଜି ଆମ ଶରୀର ପାଇଁ କେତେ ଉପକାରୀ

September 13, 2026

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.