Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଚିହ୍ନଟ ହୋଇଥିବା ୨ହଜାର ୯୪୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ
ଆଜିର ଖବର

ଆଜି ଚିହ୍ନଟ ହୋଇଥିବା ୨ହଜାର ୯୪୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ

August 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ୩୦ଟି ଜିଲ୍ଲାରୁ ମୋଟ୍‌ ୨ହଜାର ୯୪୯ ଆକ୍ରାନ୍ତ ଚିହ୍ନଟ ହୋଇଛି। ୨ହଜାର ୯୪୯ ଆକ୍ରାନ୍ତଙ୍କ ମଧ୍ୟରୁ୧୮୨୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବାବେଳେ ୧୧୨୩ ଜଣ ସ୍ଥାନୀୟ ମାମଲା। ରାଜ୍ୟରେ  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧ ହଜାର ୪୭୯କୁ ବୃଦ୍ଧି ହୋଇଛି। କୋରୋନରୁ ୫୪,୪୦୫ ଜଣ ସୁସ୍ଥ ହୋଇଥିବାବେଳେ ୨୬,୬୦୨ ଜଣ ଚିକିତ୍ସାଧୀନ ଅଛନ୍ତି।  

କଟକରୁ ସର୍ବାଧିକ ୫୮୯ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୭୪ ଜଣ ଚିହ୍ନ ହୋଇଛନ୍ତି। ସେହିପରି ଯାଜପୁରରୁ ୨୧୫, କୋରାପୁଟରୁ ୧୮୧, ଗଞ୍ଜାମରୁ ୧୭୯, ମୟୂରଭଞ୍ଜରୁ ୧୫୬, ରାୟଗଡାରୁ ୧୪୩, ସମ୍ବଲପୁରରୁ ୧୦୪, ନୟାଗଡରୁ ୯୩, ବାଲେଶ୍ବରରୁ ୮୮, ପୁରୀରୁ ୮୬, ସୁନ୍ଦରଗଡରୁ ୮୧, ମାଲକାନଗିରିରୁ ୭୮, ଭଦ୍ରକରୁ ୬୬, ବରଗଡରୁ ୬୨, ବଲାଙ୍ଗିରିରୁ ୫୭, କେନ୍ଦ୍ରାପଡାରୁ ୫୬, ଜଗତସିଂହପୁରରୁ ୫୧, କନ୍ଧମାଳରୁ ୩୪, କଳହାଣ୍ଡିରୁ ୩୦, କେନ୍ଦୁଝରରୁ ୩୦, ନବରଙ୍ଗପୁରରୁ ୨୬, ସୋନପୁରରୁ ୨୬, ଝାରସୁଗୁଡାରୁ ୨୦, ଢେଙ୍କାନାଳରୁ ୧୩, ବୌଦ୍ଧରୁ ୩, ଗଜପତିରୁ ୩, ଦେବଗଡରୁ ୨, ନୂଆପଡାରୁ ୨, ଅନୁଗୁଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

coronapossitive ଓଡିଶା କଟକ
Share. Facebook Twitter LinkedIn Email WhatsApp Copy Link

Related Posts

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026
Latest News

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.