Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମାଲା : ଲାଏ ଡିଟେକସନ୍ ଟେଷ୍ଟ କରିବ କ୍ରାଇମବ୍ରାଞ୍ଚ
ଆଜିର ଖବର

ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମାଲା : ଲାଏ ଡିଟେକସନ୍ ଟେଷ୍ଟ କରିବ କ୍ରାଇମବ୍ରାଞ୍ଚ

August 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବହୁଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ଦେଢ ମାସ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଘଟଣାରୁ ପରଦା ହଟିପାରିନି । ହତ୍ୟା ନା ଆତ୍ମହତ୍ୟାକୁ ନେଇ ସନ୍ଦେହ ରହିଥିବାବେଳେ ପ୍ରତ୍ୟେକ ଦିନ କିଛି ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିଛି ।  ଏହି ମାମଲାର ବର୍ତ୍ତମାନ ତଦନ୍ତଭାର ସମ୍ଭାଳିଥିବା କ୍ରାଇମବ୍ରାଞ୍ଚ ଏହି ମାମଲାରେ ଚାରିଜଣଙ୍କ ଲାଏ ଡିଟେକସନ ଟେଷ୍ଟ କରିବ ବୋଲି ଜଣାପଡିଛି । ଏହି ଟେଷ୍ଟ କରିବାକୁ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛି ରାଜ୍ୟ ଫରେନସିକ ଲାବ୍ରୋଟୋରୀ । ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ, ପିପୁଲ ଫର ସେବା ସଦସ୍ୟ ପପୁ, ବିକାଶ ଓ ଅନ୍ୟ ଜଣଙ୍କର ଲାଏ ଡିଟେକସନ ଟେଷ୍ଟ ହେବ ବୋଲି ଜଣାପଡିଛି। ତେବେ ଏହି ଲାଏ ଡିଟେକ୍ସନ୍‌ କେତେବେଳେ ଓ କେଉଁଠି ହେବ ତାହା ସ୍ପଷ୍ଟ ହୋଇନାହିଁ ।

ଆଦିତ୍ୟଦାଶମୃତ୍ୟୁ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025
Latest News

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025

ଭାରତର ଭବିଷ୍ୟତ ଗଢ଼ୁଛି ବାୟୋମେଡିକାଲ୍ ଗବେଷଣା

October 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.