Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମାଲା : ଲାଏ ଡିଟେକସନ୍ ଟେଷ୍ଟ କରିବ କ୍ରାଇମବ୍ରାଞ୍ଚ
ଆଜିର ଖବର

ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମାଲା : ଲାଏ ଡିଟେକସନ୍ ଟେଷ୍ଟ କରିବ କ୍ରାଇମବ୍ରାଞ୍ଚ

August 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବହୁଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ଦେଢ ମାସ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଘଟଣାରୁ ପରଦା ହଟିପାରିନି । ହତ୍ୟା ନା ଆତ୍ମହତ୍ୟାକୁ ନେଇ ସନ୍ଦେହ ରହିଥିବାବେଳେ ପ୍ରତ୍ୟେକ ଦିନ କିଛି ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିଛି ।  ଏହି ମାମଲାର ବର୍ତ୍ତମାନ ତଦନ୍ତଭାର ସମ୍ଭାଳିଥିବା କ୍ରାଇମବ୍ରାଞ୍ଚ ଏହି ମାମଲାରେ ଚାରିଜଣଙ୍କ ଲାଏ ଡିଟେକସନ ଟେଷ୍ଟ କରିବ ବୋଲି ଜଣାପଡିଛି । ଏହି ଟେଷ୍ଟ କରିବାକୁ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛି ରାଜ୍ୟ ଫରେନସିକ ଲାବ୍ରୋଟୋରୀ । ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀ, ପିପୁଲ ଫର ସେବା ସଦସ୍ୟ ପପୁ, ବିକାଶ ଓ ଅନ୍ୟ ଜଣଙ୍କର ଲାଏ ଡିଟେକସନ ଟେଷ୍ଟ ହେବ ବୋଲି ଜଣାପଡିଛି। ତେବେ ଏହି ଲାଏ ଡିଟେକ୍ସନ୍‌ କେତେବେଳେ ଓ କେଉଁଠି ହେବ ତାହା ସ୍ପଷ୍ଟ ହୋଇନାହିଁ ।

ଆଦିତ୍ୟଦାଶମୃତ୍ୟୁ ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶ୍ରୀ ରାମ ବାଣିଜ୍ୟ କଲେଜର ଶତବାର୍ଷିକୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

September 5, 2026

ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ

September 5, 2026

ଆଜିଠାରୁ ‘ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍’ ଆଥଲେଟ୍: ଉଦଘାଟନ କଲେ ଗୃହମନ୍ତ୍ରୀ

September 5, 2026

ରେଢ଼ାଖୋଲରେ ନାବାଳିକାକୁ ଦୁଷ୍କର୍ମ: ଅଭିଯୁକ୍ତ ଯୁବକଙ୍କୁ କୋର୍ଟ ଚାଲାଣ

September 5, 2026
Latest News

ଛୋଟ ଉଚ୍ଚତା ଆଉ ହେବନି ବାଧା, ଏହି କାର୍‌ରେ ଡ୍ରାଇଭିଂ ହେବ ଆରାମଦାୟକ

September 5, 2026

QRରୁ KYC ଯାଏଁ: ଛୋଟ ଦୋକାନୀଙ୍କୁ ନେଇ RBIର କଡ଼ା ନିୟମ

September 5, 2026

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା, ୮ ଇଞ୍ଜିନିୟରିଂ ଛାତ୍ର ମୃତ

September 5, 2026

ଆଜି ଶ୍ରୀ ରାମ ବାଣିଜ୍ୟ କଲେଜର ଶତବାର୍ଷିକୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

September 5, 2026

ନେପାଳ ପ୍ରଳୟଙ୍କରୀ ବନ୍ୟା: ଏବେବି ନିଖୋଜ ୨୭୫ ଭାରତୀୟ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.