Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ 267, ସୁସ୍ଥ ହେଲେ 174
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ 267, ସୁସ୍ଥ ହେଲେ 174

August 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ଭୁବନେଶ୍ବର ମହାନଗରରୁ 267ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ୍‌ 267 ଆକ୍ରାନ୍ତଙ୍କ ମଧ୍ୟରୁ 153 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 114 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା 153ଜଣଙ୍କ ମଧ୍ୟରେ ଜାଗମରା ଆଇଟିଆର କ୍ୟାମ୍ପସ୍‌ରୁ 10 ଜଣ, ଗୌତମନଗର, ବିଏମ୍‌ସି ଅଫିସ୍‌ ନିକଟରୁ 4 ଜଣ, ଜୟଦେବ ବିହାରରୁ 3ଜଣ, ବିଏମ୍‌ସି ହସ୍ପିଟାଲ ନିକଟରୁ 3 ଜଣ, ଝାରପଡ଼ାରୁ 4 ଜଣ, ପ୍ରାଇଭେଟ ହସ୍ପିଟାଲର 3ଜଣ କର୍ମଚାରୀ ରହଥିବାବେଳେ କିମସ୍‌ରୁ 3 ଜଣ,କୋଳଥିଆରୁ 3 ଜଣ, ସତ୍ୟବିହାରରୁ 4 ଜଣ, ଶୈଳଶ୍ରୀ ବିହାରରୁ 4 ଜଣ ରହିଛନ୍ତି ।

Image

ଲୋକାଲ କଣ୍ଟାକ୍ସ କେସ୍‌ 114ଜଣଙ୍କ ମଧ୍ୟରେ ଝାରପଡ଼ାରୁ 8 ଜଣ, ସିଆର୍‌ଏଫ କ୍ୟାମ୍ପସ୍‌ରୁ 5 ଜଣ, ଶ୍ରୀବିହାରରୁ 3 ଜଣ ରହିଛନ୍ତି ।

Image

ସେହିପରି ଆଜି ଭୁବନେଶ୍ବର ମହାନଗର ନିଗମରେ 174 ଜଣ ସୁସ୍ଥ ହୋଇଛନ୍ତି ।ନୂତନଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବର ମହାନଗରରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 7 ହଜାର 599ରେ ପହଞ୍ଚିଥିବାବେଳେ ସୁସ୍ଥହୋଇଛନ୍ତି 4 ହଜାର 563ଜଣ । ସେହିପରି 33ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା ସକ୍ରିୟ ରହିଛନ୍ତି 2 ହଜାର994 ଜଣ ।

Image

କରୋନା ବିଏମ୍‌ସି
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025
Latest News

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.