Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୬ ନଂ ଜାତୀୟ ରାଜପଥ ବେଣ୍ଟ ଛକ ନିକଟରେ ବାଇକ୍ ଦୁର୍ଘଟଣା : ଜଣେ ମୃତ
ଆଜିର ଖବର

୧୬ ନଂ ଜାତୀୟ ରାଜପଥ ବେଣ୍ଟ ଛକ ନିକଟରେ ବାଇକ୍ ଦୁର୍ଘଟଣା : ଜଣେ ମୃତ

August 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ଟାଙ୍ଗୀ :  ୧୬ ନଂ ଜାତୀୟ ରାଜପଥ ବେଣ୍ଟ ଛକ ନିକଟରେ ବାଇକ୍ ଦୁର୍ଘଟଣାରେ ଜଣେ ମୃତ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ  ମୃତ୍ୟୁ ବ୍ୟକ୍ତି ଜଣକ ୫୦ ବର୍ଷୀୟ ସଂଗ୍ରାମ କେଶରୀ ଦାସ ବୋଲି ସୂଚନା ରହିଥିବାବେଳେ ସେ ତାଙ୍କ ପୁତ୍ର ପ୍ରତ୍ୟୁଶ ଦାଶଙ୍କ ସହ ଘରକୁ ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିବାର ସୂଚନା ରହିଛି ।

କନ୍ଧ ନୟାଗଡ ଗ୍ରାମର ଚାନ୍ଦପୁର ଥାନା ଅଞ୍ଚଳରୁ ବାପ ପୁଅ ବାଇକ୍‌ରେ ଘରକୁ ଫେରୁଥିବାବେଳେ ରାସ୍ତା ଡିଭାଇଡରରେ ହଠାତ୍‌ ଏକ ଗାଈ ପଶି ଆସିବାରୁ ବାଇକଟି ଭାରସାମ୍ୟ ହରାଇ ଦୁର୍ଘଟଣାଗସ୍ତ ହୋଇଥିଲା। ଗୁରୁତର ଅବସ୍ଥାରେ ବାପ ପୁଅଙ୍କୁ ସ୍ଥାନୀୟ ଲୋକେ ଟାଙ୍ଗୀ ମେଡିକାଲରେ ଭର୍ତି କରିଥିଲେ । ହେଲେ ଏଠାରେ ବାପର ମ୍ରୁତ୍ୟୁ ହୋଇଯାଇଥିଲା । ପୁଅର ଅବସ୍ଥା ଭଲ ଥିବା ଜଣା ପଡିଛି।ଚାନ୍ଦପୁର ପୋଲିସ୍ ଶବ ସହ ବାଇକ୍ ଜବତ କରି ତଦନ୍ତ ଚଳାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026
Latest News

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.