Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପସାଗରରେ ଲଘୁଚାପ, ଚାରିଦିନ ଧରି ଓଡିଶାରେ ବର୍ଷା ସମ୍ଭାବନା, ସତର୍କ କଲେ ଏସଆରସି
ଆଜିର ଖବର

ବଙ୍ଗୋପସାଗରରେ ଲଘୁଚାପ, ଚାରିଦିନ ଧରି ଓଡିଶାରେ ବର୍ଷା ସମ୍ଭାବନା, ସତର୍କ କଲେ ଏସଆରସି

August 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଙ୍ଗୋବସାଗରରେ ଲଘୁଚାପ, ଚାରିଦିନ ଧରି ଓଡିଶାରେ ବର୍ଷା ସମ୍ଭାବନା, ସତର୍କ କଲେ ଏସଆରସି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧିରେଧିରେ ଘନିଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିସହିତ ବଜ୍ରପାତର ସମ୍ଭାବନା ରହିଥିବାରୁ ଏସଆରସି ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି।

ପାଣିପାଗ ବିଭାଗର ସୂଚନା ଅନୁସାରେ ରାଜ୍ୟରେ ତିନୋଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା। ସେହିପରି 6ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେଗୁଡିକ ହେଲା ଜଗତସିଂହପୁର, କଟକ, ଢ଼େଙ୍କାନାଳ, ପୁରୀ, ସୁନ୍ଦରଗଡ ଓ ଦେବଗଡ଼।

low pressuer ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Latest News

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.