Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 9 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 428କୁ ବୃଦ୍ଧି
ଆଜିର ଖବର

ଆଉ 9 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 428କୁ ବୃଦ୍ଧି

August 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରୁ ଆଜି ପୁଣି 9ଜଣଙ୍କ ଜୀବନ ନେଇଛି କରୋନା । ଗଞ୍ଜାମ ଓ ସୁନ୍ଦରଗଡ଼ରୁ 2 ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବର, ବଲାଙ୍ଗିର, କଟକ, ଗଜପତି ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ମୃତ ହୋଇଥିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି । ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା 428କୁ ବୃଦ୍ଧି ହୋଇଛି ।

ଏବେ ସୁଦ୍ଧା ଗଞ୍ଜାମରେ 181ଜଣ କରୋନାରେ ମୃତ୍ୟୁବରଣ କରିଥିବାବେଳେ ଖୋର୍ଦ୍ଧାରୁ 55, କଟକରେ 26ଜଣ, ସୁନ୍ଦରଗଡରେ 30 ଜଣ, ବଲାଙ୍ଗିରରେ 4ଜଣ ଗଜପତିରେ 18 ଜଣ, ବାଲେଶ୍ବରରେ 9ଜଣ, ସୁନ୍ଦରଗଡରେ 29 ଜଣଙ୍କର କରୋନା ଯୋଗୁଁ ମୃତ୍ୟୁହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶ୍ରୀ ରାମ ବାଣିଜ୍ୟ କଲେଜର ଶତବାର୍ଷିକୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

September 5, 2026

ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ

September 5, 2026

ଆଜିଠାରୁ ‘ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍’ ଆଥଲେଟ୍: ଉଦଘାଟନ କଲେ ଗୃହମନ୍ତ୍ରୀ

September 5, 2026

ରେଢ଼ାଖୋଲରେ ନାବାଳିକାକୁ ଦୁଷ୍କର୍ମ: ଅଭିଯୁକ୍ତ ଯୁବକଙ୍କୁ କୋର୍ଟ ଚାଲାଣ

September 5, 2026
Latest News

ଛୋଟ ଉଚ୍ଚତା ଆଉ ହେବନି ବାଧା, ଏହି କାର୍‌ରେ ଡ୍ରାଇଭିଂ ହେବ ଆରାମଦାୟକ

September 5, 2026

QRରୁ KYC ଯାଏଁ: ଛୋଟ ଦୋକାନୀଙ୍କୁ ନେଇ RBIର କଡ଼ା ନିୟମ

September 5, 2026

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା, ୮ ଇଞ୍ଜିନିୟରିଂ ଛାତ୍ର ମୃତ

September 5, 2026

ଆଜି ଶ୍ରୀ ରାମ ବାଣିଜ୍ୟ କଲେଜର ଶତବାର୍ଷିକୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

September 5, 2026

ନେପାଳ ପ୍ରଳୟଙ୍କରୀ ବନ୍ୟା: ଏବେବି ନିଖୋଜ ୨୭୫ ଭାରତୀୟ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.