Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଲୱାମା ଆକ୍ରମଣ ଘଟଣାରେ 5 ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ
ଆଜିର ଖବର

ପୁଲୱାମା ଆକ୍ରମଣ ଘଟଣାରେ 5 ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

August 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର : 2019ରେ ଫେବୃୟାରୀ 14ରେ ଘଟିଥିବା ପୁଲୱାମା ଆକ୍ରମଣ ଘଟଣାରେ 5 ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ । ଆଜି ଜମ୍ମୁକାଶ୍ମୀରର ବିଶେଷ କୋର୍ଟରେ ଆଜି ଦ୍ବିପ୍ରହରରେ ଏହି ଚାର୍ଜସିଟ୍‌ ଦାଖଲ ହେବ। ଏହି ଚାର୍ଜସିଟରେ ଆକ୍ରମଣରେ ପାକିସ୍ତାନର ସମ୍ପୃକ୍ତିକୁ ନେଇ ବିଭିନ୍ନ ତଥ୍ୟ ଉଲ୍ଲେଖ କରାଯାଇଛି । ଆକ୍ରମଣରେ ଜୈସ-ଏ- ମହମ୍ମଦ, ମୌଲାନା ମଙ୍କସରଦ ଆଝାର ଏବଂ ରୌଫ ଅସଘରଙ୍କ ସମ୍ପୃକ୍ତିକୁ ନେଇ ସମସ୍ତ ତଥ୍ୟ ଉଲ୍ଲେଖ ରହିବ । ଏହି ଆକ୍ରମଣର ଯୋଜନ ସହିତ ସମସ୍ତ ଆକ୍ରମଣର ରୂପରେଖ ସମ୍ପର୍କରେ ବିସ୍ତୃତ ରିପୋର୍ଟ ଦାଖଲ କରାଯିବ । 2019ରେ ସଙ୍ଗଠିତ ଏହି ଆକ୍ରମଣରେ ପ୍ରାୟ 20 କିଗ୍ରା ଆରଡିଏକ୍ସ  ବ୍ୟବହୃତ ହୋଇଥିବା ବେଳେ 40 ଜଣ ସିଆରପିଏଫ ଯବାନ ଶହୀଦ ହୋଇଥିଲେ । (ଏଜେନ୍ସି)

nia
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ୧.୮୮ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଲା ଜିଓ: ଟ୍ରାଇ ତଥ୍ୟ

April 8, 2026

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାକୁ ୧୧ ବର୍ଷ: ଦେଶର ସୂକ୍ଷ୍ମ ଓ କ୍ଷୁଦ୍ର ଉଦ୍ୟୋଗୀ ହୋଇଛନ୍ତି ସଶକ୍ତ

April 8, 2026

ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି ଗ୍ୟାସ

April 8, 2026

କଲାଇ- ୨ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପାଇଁ ନିବେଶ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

April 8, 2026
Latest News

ଓଡ଼ିଶାରେ ୧.୮୮ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଲା ଜିଓ: ଟ୍ରାଇ ତଥ୍ୟ

April 8, 2026

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାକୁ ୧୧ ବର୍ଷ: ଦେଶର ସୂକ୍ଷ୍ମ ଓ କ୍ଷୁଦ୍ର ଉଦ୍ୟୋଗୀ ହୋଇଛନ୍ତି ସଶକ୍ତ

April 8, 2026

ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି ଗ୍ୟାସ

April 8, 2026

କଲାଇ- ୨ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପାଇଁ ନିବେଶ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

April 8, 2026

ପିଲାଙ୍କୁ ସୋସିଆଲ୍ ମିଡ଼ିଆ ମନା

April 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.