Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତର୍ଜାତୀୟ ପତ୍ରିକା ‘ଡିଜିନ୍‌’ରେ ସ୍ଥାନ ପାଇଲା ଓଡ଼ିଶାର କୃଷି ଭବନ
ଆଜିର ଖବର

ଅନ୍ତର୍ଜାତୀୟ ପତ୍ରିକା ‘ଡିଜିନ୍‌’ରେ ସ୍ଥାନ ପାଇଲା ଓଡ଼ିଶାର କୃଷି ଭବନ

August 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର:  ଲୋକପ୍ରିୟ ବିଶ୍ବସ୍ବରୀୟ ପତ୍ରିକା ‘ଡିଜିନ୍‌’ରେ ସ୍ଥାନ ପାଇଛି ଓଡ଼ିଶାର କୃଷି ଭବନ । ଭାରତର ସର୍ବପ୍ରଥମ ସରକାରୀ ସୌଧ ଭାବେ ଓଡ଼ିଶାର କୃଷିଭବନର ନିର୍ମାଣ ଶୈଳୀକୁ ଅନ୍ତର୍ଜାତୀୟ ପତ୍ରିକାରେ ସ୍ଥାନିତ କରାଯାଇଛି।  ସମ୍ବଲପୁର ଶାଢି ଡିଜାଇନରେ ଏହି କୃଷି ଭବନ ନିର୍ମାଣ କରାଯାଇଛି।ସମ୍ବଲପୁରରୁ ଇକତ୍ ଶୈଳୀ‌ ଓ ଶାଢୀ ଡିଜାଇନ୍‌କୁ ନେଇ ଏହି କୃଷିଭବନ ନିର୍ମାଣ ହୋଇଛି ।

Popular Magazine @dezeen has given a wide coverage on Krushi Bhawan & featured its inclusive architecture & expressive cultural heritage. Executed by @Idco_Odisha from concept-to-completion, this is the 1st Govt building in the country to achieve this feat. #SambalpuriIkat pic.twitter.com/wWW4ubF23B

— I & PR Department, Odisha (@IPR_Odisha) August 25, 2020

ଓଡ଼ିଶାର କୃଷିଭବନକୁ ଷ୍ଟୁଡିଓ ଲୋଟସ୍ ଦ୍ୱାରା ଜଟିଳ ଇଟା ତିଆରି ଫେସ୍ ମାଧ୍ୟମରେ ଡିଜାଇନ୍ କରାଯାଇଛି। ପୋଖରୀ ଓ ଗଛରେ ଭର୍ତ୍ତି ପ୍ରାଙ୍ଗଣରେ କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗର ପ୍ରଶାସନିକ କାର୍ଯ୍ୟାଳୟ ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026
Latest News

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.