Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଯୋଗୁଁ ହଳଦୀ ବିକ୍ରିରେ ରେକର୍ଡ
ଆଜିର ଖବର

କରୋନା ଯୋଗୁଁ ହଳଦୀ ବିକ୍ରିରେ ରେକର୍ଡ

August 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆଦିଲ୍ଲୀ:  କରୋନା କାଳରେ ଲୋକେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ପାଇଁ  ସମସ୍ତେ  ଘରୋଇ ଉପଚାରକୁ ଆପଣାଉଛନ୍ତି। ପାରମ୍ପରିକ ଚିକିତ୍ସା ପ୍ରଣାଳୀକୁ ଆପଣାଉଛନ୍ତି। କାଢ଼ା ଏବଂ ଗରମ ପାଣିରେ ଲେମ୍ବୁ ରସ ପକାଇ ପିଉଛନ୍ତି। କରୋନାକୁ ପ୍ରତିହତ କରିବା ପାଇଁ ସମସ୍ତେ ଟେଷ୍ଟ ଚଳାଇଛନ୍ତି। ଏହି ସମୟରେ ହଳଦୀର ବ୍ୟବହାର ଅଧିକ ମାତ୍ରାରେ କରାଯାଉଛି ।

ଏହା ମଧ୍ୟରେ ଭାରତୀୟ ମସଲା ବିକି୍ରରେ ରେକର୍ଡ ବୃଦ୍ଧି ପରିଲକ୍ଷିତ ହୋଇଛି। ବଜାର ସର୍ବେକ୍ଷଣ ସଂସ୍ଥା ନିଲସନ ପକ୍ଷରୁ ଏକ ପ୍ରସ୍ତୁତ ରିପୋର୍ଟ ଅନୁସାରେ, ଏବେ ମହାମାରୀର ମୁକାବିଲା ପାଇଁ ରୋଗ ପ୍ରତିରୋଧକ ଶକ୍ତିକୁ ମଜବୁତ କରିବା ପାଇଁ ଘରୋଇ ଉପଚାର ମଧ୍ୟରେ ହଳଦୀର ବ୍ୟବହାର ବହୁ ମାତ୍ରାରେ ବଢ଼ିଯାଇଛି । ସମ୍ପ୍ରତି ଅନେକ ଲୋକ ଗରମ କ୍ଷୀରରେ ହଳଦୀ ମିଶାଇ ପିଉଛନ୍ତି । କାଢ଼ା ବନାଇବା ପାଇଁ ବି ହଳଦୀର ବ୍ୟବହାର କରୁଛନ୍ତି । ହଳଦି ଏବଂ ଅନ୍ୟ ମସଲା ଗୁଡ଼ିକ ସହ ଗୋଲମରିଚ, ଅଦା, ରସୁଣ, ତୁଳସୀ, ପୋଦିନା ଆଦିକୁ ବି ଆଣ୍ଟି ବାୟୋଟିକ ବା ଜୀବାଣୁନିରୋଧ ଭାବେ ଗଣନା କରାଯାଇଥାଏ । ବର୍ତ୍ତମାନ କରୋନା ମୁକାବିଲା ପାଇଁ ଏସବୁର ଚାହିଦା କାହିଁରେ କଣ ବଢ଼ିଯାଇଛି ।

corona
Share. Facebook Twitter LinkedIn Email WhatsApp Copy Link

Related Posts

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026

ଆସନ୍ତା ୧୨ ସନ୍ଧ୍ୟା ୬:୩୦ରେ ପ୍ରଥମଥର ପାଇଁ ଟିଭିରେ ଦେଖିବେ ସୁପରହିଟ୍ ଫିଲ୍ମ ‘କୁହୁଡ଼ି’

April 10, 2026
Latest News

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

ସେପଟେ ପାକିସ୍ଥାନରେ ଯୁଦ୍ଧ ରୋକିବାକୁ ବୈଠକ, ଏପଟେ ଭାରତ ଏବଂ ଆମେରିକା ମଧ୍ୟରେ ହେଲା ବଡ଼ ଚୁକ୍ତି

April 10, 2026

ରାଜ୍ୟସଭା ସଦସ୍ୟ ଭାବରେ ଶପଥ ନେଲେ ନୀତିଶ କୁମାର: ଏବେ ମୁଖ୍ୟମନ୍ତ୍ରୀ ପଦରୁ ଦେବେ କି ଇସ୍ତଫା?

April 10, 2026

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.