Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ସୁସ୍ଥ ହେଲେ ସର୍ବାଧିକ ୨୫୪୬ ଜଣ କରୋନା ଆକ୍ରାନ୍ତ 
ଆଜିର ଖବର

ଆଜି ରାଜ୍ୟରେ ସୁସ୍ଥ ହେଲେ ସର୍ବାଧିକ ୨୫୪୬ ଜଣ କରୋନା ଆକ୍ରାନ୍ତ 

August 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ସର୍ବାଧିକ ୨୫୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୬୨୭ ଜଣ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମରୁ ୨୬୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ନୟାଗଡରୁ ୧୪୩, ପୁରୀରୁ ୧୪୧, ରାୟଗଡାରୁ ୧୧୨, କୋରାପୁଟରୁ ୧୦୪, ଭଦ୍ରକରୁ ୯୯, କଟକରୁ ୯୮, ବୌଦ୍ଧରୁ ୮୭, ମାଲକାନଗିରିରୁ ୭୬, କେନ୍ଦ୍ରାପଡାରୁ ୭୪, କନ୍ଧମାଳରୁ ୭୩, ସୁନ୍ଦରଗଡରୁ ୭୩, କଳାହାଣ୍ଡିରୁ ୭୨, ମୟୂରଭଞ୍ଜରୁ ୭୦, ବାଲେଶ୍ବରରୁ ୬୩, ନବରଙ୍ଗପୁରରୁ ୪୪, ଗଜପତିରୁ ୪୨, ଯାଜପୁରରୁ ୪୦, କେନ୍ଦୁଝରରୁ ୩୭, ଅନୁଗୁଳରୁ ୩୨, ଜଗତସିଂହପୁରରୁ ୩୨, ସମ୍ବଲପୁରରୁ ୩୨, ବରଗଡରୁ ୨୯, ଢେଙ୍କାନାଳରୁ ୨୦, ସୋନପୁରରୁ ୨୦, ବଲାଙ୍ଗିରିରୁ ୧୮, ଝାରସୁଗୁଡାରୁ ୧୭ ଏବଂ ଦେବଗଡରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।  ବର୍ତ୍ତମାନ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୪,୨୩୧ ଥିବାବେଳେ ଚିକିତ୍ସାଧୀନ ଅଛନ୍ତି ୨୪,୨୮୦ ଜଣ ଏବଂ  ମୋଟ ୫୯, ୪୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ରାଜ୍ୟରେ କୋରୋନଜନିତ ମୃତ୍ୟୁ ସଂଖ୍ୟା ୪୨୮ ରେ ପହଞ୍ଚିଛି।

ଓଡିଶା କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026

କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ

February 2, 2026

ନିର୍ବାଚନ କମିଶନରଙ୍କୁ କହିଲେ ମିଛୁଆ: ଦିଲ୍ଲୀରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ମମତା ବାନାର୍ଜୀ

February 2, 2026

ଭୀମଭୋଇ ଲୋକ ମହୋତ୍ସବ ୨୦୨୬ ଉଦଯାପିତ

February 2, 2026
Latest News

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026

କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ

February 2, 2026

ନିର୍ବାଚନ କମିଶନରଙ୍କୁ କହିଲେ ମିଛୁଆ: ଦିଲ୍ଲୀରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ମମତା ବାନାର୍ଜୀ

February 2, 2026

ଭୀମଭୋଇ ଲୋକ ମହୋତ୍ସବ ୨୦୨୬ ଉଦଯାପିତ

February 2, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜିଲ୍ଲା ସଦର ମହକୁମାର ଠାରେ ଜନଶୁଣାଣି

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.