Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ଜିଲ୍ଲାରୁ ଆଜି ସର୍ବାଧିକ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଜଗତସିଂହପୁର ଜିଲ୍ଲାରୁ ଆଜି ସର୍ବାଧିକ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

August 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ସର୍ବାଧିକ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କୁଜଙ୍ଗ ବ୍ଲକରୁ ୩୩ଜଣ, ବାଲିକୁଦା ବ୍ଲକରୁ ୨ଜଣ, ଏରସମା ବ୍ଲକରୁ ୩ଜଣ, ଜଗତସିଂହପୁର ବ୍ଲକରୁ ୩ଜଣ, ରଘୁନାଥପୁର ବ୍ଲକରୁ ଜଣେ, ତିର୍ତ୍ତୋଲ ବ୍ଲକରୁ ୨ଜଣ ଓ ପାରାଦ୍ବୀପରୁ ଆଜି ସର୍ବାଧିକ ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ପାରାଦ୍ବୀପରୁ ସର୍ବାଧିକ ଚିହ୍ନଟ ହୋଇଥିବା ୫୭ଜଣଙ୍କ ମଧ୍ୟରୁ ୩୦ଜଣ ପିପିଏଲ୍ କର୍ମଚାରୀ ହୋଇଥିବା ବେଳେ ୪ଜଣ ପିପିଏଲ୍ ଟାଉନସିପ୍ ଏରିଆରୁ ଓ ୧୪ଜଣ ଜେ.ଏସ୍.ଡବ୍ଲୁ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଜିଲ୍ଲାରୁ ସମୁଦାୟ ଚିହ୍ନଟ ହୋଇଥିବା ୧୪୭୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୧୬ ଜଣ ସୁସ୍ଥ ହୋଇଥିବା ବେଳେ ୨ଜଣଙ୍କର ମୃତ୍ୟୁ ହୋଇଛି ଓ ବର୍ତ୍ତମାନ ୪୬୧ଜଣ କରୋନା ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ଜଗତସିଂହପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Latest News

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.