Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘନିଭୂତ ହେବାରେ ଲାଗିଛି ଲଘୁଚାପ,ଗତକାଲି ରାତିରୁ ଚାଲିଛି ବର୍ଷା ସହିତ ପବନ, ଆହୁରି 3ଦିନ ବର୍ଷିବ
ଆଜିର ଖବର

ଘନିଭୂତ ହେବାରେ ଲାଗିଛି ଲଘୁଚାପ,ଗତକାଲି ରାତିରୁ ଚାଲିଛି ବର୍ଷା ସହିତ ପବନ, ଆହୁରି 3ଦିନ ବର୍ଷିବ

August 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଉତ୍ତର ବଙ୍ଗୋବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧିରେ ଧିରେ ସ୍ପଷ୍ଟ ରୂପ ନେବାରେ ଲାଗିଛି। ଫଳରେ ଗତକାଲି ରାତିରୁ ଓଡିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ପବନ ମଧ୍ୟ ପ୍ରବାହିତ ହେବାରେ ଲାଗିଛି। ବିଶେଷ କରି କଟକ ଓ ଭୁବନେଶ୍ବରରେ ଗତକାଲି ରାତିରୁ ପ୍ରବଳ ବର୍ଷା ହେଉଛି। ଏପରିକି ରାତି ସାରା ମଧ୍ୟ ପବନ ପ୍ରବାହିତ ହେବାରେ ଲାଗିଛି। ପାଣିପାଗ ବିଭାଗ ଅନୁସାରେ ବର୍ତ୍ତମାନ ଏହିପରି ପାଗ ଆହୁରି ତିନିଦିନ ଧରି ଲାଗିରହିବ।

ଲଘୁଚାପ ଯୋଗୁଁ ଉତ୍ତର ଉପକୂଳ ଓଡ଼ିଶାର ୯ ଜିଲ୍ଲାକୁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼ ଓ ଦେବଗଡ଼। ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ପବନ ପ୍ରବାହିତ ହେବ।

ସେହିପରି ୧୧ଟି ଜିଲ୍ଲାରେ ସକାଳ ସାଢ଼େ ୧୦ଟା ସୁଦ୍ଧା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ ଓ ସୁବବର୍ଣ୍ଣପୁର ରହିଛି।

ଗତକାଲି ରାତିରୁ ପ୍ରବଳ ବର୍ଷା ହେବା ଯୋଗୁଁ କେତକ ନଦୀର ଜଳ ପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଆହୁରି ତିନିଦିନ ଧରି ବର୍ଷା ହେବାର ସମ୍ଭାବନା ଥିବାରୁ ବନ୍ୟା ଆଶଙ୍କାକୁ ମଧ୍ୟ ଏଡାଇ ଦେଇ ହେବ ନାହିଁ।

କଟକରେ ବର୍ଷା ପ୍ରବଳ ବର୍ଷା ଭୁବନେଶ୍ବରରେ ବର୍ଷା ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ୯୯ କୋଟି ଟଙ୍କା ସୁଧ ପ୍ରଦାନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

October 6, 2026

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026

ମୟୂରଭଞ୍ଜରେ ସିରିଜ୍ ବାଇକ୍ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ୬ ଜଣ ଗୁରୁତର

October 6, 2026

ଲୋକଙ୍କ ପାଖରେ ପହଂଚିବା ପାଇଁ ଦାୟିତ୍ୱବାନ ଏବଂ ତଥ୍ୟଭିତ୍ତିକ ସଞ୍ଚାର ଗୁରୁତ୍ୱପୂର୍ଣ୍ଣ: ଅଖିଳ କୁମାର ମିଶ୍ର

October 6, 2026
Latest News

ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ୯୯ କୋଟି ଟଙ୍କା ସୁଧ ପ୍ରଦାନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

October 6, 2026

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026

ମୟୂରଭଞ୍ଜରେ ସିରିଜ୍ ବାଇକ୍ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ୬ ଜଣ ଗୁରୁତର

October 6, 2026

ଲୋକଙ୍କ ପାଖରେ ପହଂଚିବା ପାଇଁ ଦାୟିତ୍ୱବାନ ଏବଂ ତଥ୍ୟଭିତ୍ତିକ ସଞ୍ଚାର ଗୁରୁତ୍ୱପୂର୍ଣ୍ଣ: ଅଖିଳ କୁମାର ମିଶ୍ର

October 6, 2026

ଭୂସ୍ଖଳନ ଯୋଗୁଁ ଟ୍ରେନ୍ ସେବା ପ୍ରଭାବିତ: ବାତିଲ ହେଲା ଟ୍ରେନ

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.