Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସର୍ବାଧିକ 3 ହଜାର 371 ପଜିଟିଭ୍‌, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସର୍ବାଧିକ 3 ହଜାର 371 ପଜିଟିଭ୍‌, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

August 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଆଜି  30ଟି ଜିଲ୍ଲାରୁ ମୋଟ୍‌ 3 ହଜାର 371 ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 547ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ 357, ଗଞ୍ଜାମରୁ 196, ଯାଜପୁରରୁ 173, ନୟାଗଡରୁ 171, ସୁନ୍ଦରଗଡରୁ 154, ରାୟଗଡାରୁ146, ପୁରୀରୁ 144, ମାଲକାନଗିରିରୁ 134, ଭଦ୍ରକରୁ 114, ସମ୍ବଲପୁରୁର 107, ବାଲେଶ୍ବର ଓ ବରଗଡରୁ 98 ଜଣ ଲେଖାଏଁ ରହିଥିବାବେଳେ ଜଗତସିଂହପୁରରୁ 95, ଝାରସୁଗୁଡାରୁ 93, ମୟୂରଭଞ୍ଜରୁ 92,  କୋରାପୁଟରୁ 91, କେନ୍ଦ୍ରାପଡା ଓ ବଲାଙ୍ଗିରରୁ 76ଜଣ ଲେଖାଏଁ ରହିଛନ୍ତି ।  କେଉଁଝରରୁ 74, ଢେଙ୍କାନାଳରୁ 67, ନବରଙ୍ଗପୁରରୁ 65,ଅନୁଗୁଳରୁ 63,ଗଜପତି ଓ କନ୍ଧମାଳରୁର41 ଜଣ ଲେଖାଏଁ ରହିଛନ୍ତି । କଳାହାଣ୍ଡିରୁ 28, ନୂଆପଡାରୁ 15 ଓ ଦେବଗଡରୁ 8, ବୌଦ୍ଧରୁ 4, ସୋନପୁରରୁ 3 ଜଣ ରହିଛନ୍ତି ।

କଟକ ଖୋର୍ଦ୍ଧା ନୟାଗଡ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026
Latest News

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.