Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାନ୍ଧରେ ବୁହା ହେଲେ ଗର୍ଭବତୀ ମହିଳା
ଆଜିର ଖବର

କାନ୍ଧରେ ବୁହା ହେଲେ ଗର୍ଭବତୀ ମହିଳା

August 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅରବିନ୍ଦ କର

ଖଇରା: ପୁଣି କାନ୍ଧରେ ବୁହାହେଲେ ଗର୍ଭବତୀ ମହିଳା। ଏନେଇ ଏକ  ଭିଡିଓ ଭାଇରାଲ ହେବା ପରେ ଘଟଣାଟି ସାମ୍ନାକୁ ଆସିଛି। ସରକାରୀ ଜନନୀ ସୁରକ୍ଷା ଲାଗି ବହୁ ଯୋଜନା ପ୍ରଣୟନ କରିଥିବାବେଳେ ଆଜି ବି ପ୍ରସୂତୀ ମହିଳାମାନେ କାନ୍ଧରେ ବୁହା ହେଉଛନ୍ତି। ଏପରି ଏକ ଅଭାବନୀୟ ଘଟଣା ବାଲେଶ୍ବର ଜିଲ୍ଲା ସାରକୋଣା ପଞ୍ଚାୟତ କଣ୍ଡିରାଗଢିଆ ଗ୍ରାମରେ ଦେଖିବାକୁ ମିଳିଛି।

ଏହି ଗ୍ରାମର ବିଦ୍ୟାପତି ଦାସଙ୍କର ସ୍ତ୍ରୀ ଭାରତୀ ଦାସ ପ୍ରସବ ଯନ୍ତ୍ରଣା ହେବାରୁ ପରିବାର ଲୋକ ୧୦୨ ଆମ୍ବୁଲାନ୍ସ କୁ ଫୋନ କରିଥିଲେ। ଆମ୍ବୁଲାନ୍ସ ଆସି ଅଧା ବାଟରେ ରହିଥିଲା।ରାସ୍ତା ନଥିବାରୁ ଆମ୍ବୁଲାନ୍ସ ମହିଳାଙ୍କ ଘର ଠାରୁ ୧କିମି ଉର୍ଦ୍ଧ୍ବ ହେବ ଦୂରତାରେ ରହିଥିଲା।ପରିବାର ଲୋକ କୌଣସି ଉପାୟ ନପାଇ ଶେଷରେ ଗାଁ ଲୋକଙ୍କ ସହଯୋଗରେ ମହିଳାଙ୍କୁକାନ୍ଧରେ ବୁହାଇ ଆଣୁଥିବାର ଦୃଶ୍ୟ ଭାଇରାଲ ହେବାର ଲାଗିଥିଲା। ଏ ବିଷୟରେ ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧିକୁ ପଚାରିବାରୁ ରାସ୍ତା କାମ ଟଙ୍କା ଆସିଛି ବହୁ ଶୀଘ୍ର କାମ ଆରମ୍ଭ ହେବ ବୋଲି କହିଥିଲେ।

ଗର୍ଭବତୀ ମହିଳା ଭିଡିଓ ଭାଇରାଲ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.