Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଣି ଭର୍ତ୍ତି କରିବାକୁ ନେଇ ଏସିଡ୍‌ ମାଡ : 5ଗୁରୁତର
ଆଜିର ଖବର

ପାଣି ଭର୍ତ୍ତି କରିବାକୁ ନେଇ ଏସିଡ୍‌ ମାଡ : 5ଗୁରୁତର

August 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଝାନ୍‌ସୀ : ଉତ୍ତରପ୍ରଦେଶର ଏକ ଏସିଡ୍‌ ଆଟାକ୍‌ରେ ଏକ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି । ଝାନ୍ସୀର ଉଲଦନ୍‌ ଥାନା କ୍ଷେତ୍ରର ବସାର ଗ୍ରାମରେ ପାଣି ଭରିବାକୁ କେନ୍ଦ୍ର କରି ହୋଇଥିବା ବିବାଦରେ ଦଳେ ଅନ୍ୟ ଦଳଙ୍କ ଉପରେ ଏସିଡ୍‌ ଆକ୍ରମଣ କରିଥିବାର ସୂଚନା ରହିଛି । ଏହି ଆକ୍ରମଣରେ 23 ଜଣ ଲୋକ ଆହତ ହୋଇଛନ୍ତି । 23ଜଣଙ୍କ ମଧ୍ୟରୁ ପାଞ୍ଚଜଣଙ୍କର ଅବସ୍ଥା ଗୁରୁତର ରହିଛି । ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ସମସ୍ତଆହତଙ୍କୁ ସାମୁଦାୟିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଗୁରୁତରଙ୍କୁ ଝାନ୍‌ସୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି ।ଏହି ଘଟଣାକୁ ନେଇ 6ଜଣଙ୍କ ଉପରେ ମୋକଦ୍ଦମା ଦାଏର କରାଯାଇଥିବାବେଳେ 4 ଜଣଙ୍କୁ ପୋଲିସ୍‌ ଗିରଫ କରିଛି । (ଏଜେନ୍ସି)

acid attack
Share. Facebook Twitter LinkedIn Email WhatsApp Copy Link

Related Posts

ଆଦିତ୍ୟ ବିର୍ଲା ଗ୍ରୁପ୍‌ ର ନୂଆ ପଦକ୍ଷେପ, ଶୁଭାରମ୍ଭ କଲା ଆଇଏନ୍‌ଟି ଆଦିତ୍ୟ ବିର୍ଲା ପରଫର୍‌ମିଂ ଆର୍ଟସ୍‌ ଏକାଡେମୀ 

June 23, 2026

ପ୍ରଶାନ୍ତ ମହାସାଗରରେ ବିପଜ୍ଜନକ ଏଲ ନିନୋ ସକ୍ରିୟ: ଭାରତ ପାଇଁ ସୃଷ୍ଟି କରୁଛି ବଡ଼ ବିପଦ

June 23, 2026

ଏବେ ବିଶ୍ୱକୁ ମୁକ୍ତ ଭାବରେ ତେଲ ବିକ୍ରୟ କରିବ ଇରାନ: ଭାରତ ହେବ ଲାଭବାନ!

June 23, 2026

ଟିମ୍ ଇଣ୍ଡିଆ ପାଇଁ ବଡ଼ ଝଟକା!: ଆୟରଲ୍ୟାଣ୍ଡ ଗସ୍ତରୁ ବାଦ ପଡିଲେ ଏହି ଖେଳାଳି

June 23, 2026
Latest News

ଆଦିତ୍ୟ ବିର୍ଲା ଗ୍ରୁପ୍‌ ର ନୂଆ ପଦକ୍ଷେପ, ଶୁଭାରମ୍ଭ କଲା ଆଇଏନ୍‌ଟି ଆଦିତ୍ୟ ବିର୍ଲା ପରଫର୍‌ମିଂ ଆର୍ଟସ୍‌ ଏକାଡେମୀ 

June 23, 2026

ପ୍ରଶାନ୍ତ ମହାସାଗରରେ ବିପଜ୍ଜନକ ଏଲ ନିନୋ ସକ୍ରିୟ: ଭାରତ ପାଇଁ ସୃଷ୍ଟି କରୁଛି ବଡ଼ ବିପଦ

June 23, 2026

ଏବେ ବିଶ୍ୱକୁ ମୁକ୍ତ ଭାବରେ ତେଲ ବିକ୍ରୟ କରିବ ଇରାନ: ଭାରତ ହେବ ଲାଭବାନ!

June 23, 2026

ଟିମ୍ ଇଣ୍ଡିଆ ପାଇଁ ବଡ଼ ଝଟକା!: ଆୟରଲ୍ୟାଣ୍ଡ ଗସ୍ତରୁ ବାଦ ପଡିଲେ ଏହି ଖେଳାଳି

June 23, 2026

ବିଦ୍ରୋହୀ ଗୋଷ୍ଠୀକୁ ଚ୍ୟାଲେଞ୍ଜ: ନୂଆ କମିଟି ଗଠନ କଲେ ମମତା ବାନାର୍ଜୀ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.