Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲା : ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଆରମ୍ଭ
ଆଜିର ଖବର

ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲା : ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଆରମ୍ଭ

August 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲାକୁ ନେଇ ପ୍ରତ୍ୟେକ ଦିନ ନୂଆ ନୂଆ ଘଟଣା ସାମ୍ନାକୁ ଆସିଛି । ଏବେ ଏହି ଘଟଣାର ତଦନ୍ତ ଭିଜିଲାନ୍ସ କରୁଥବାବେଳେ ଆଜି ଆଦିତ୍ୟ ଦାଶଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଛି । ମାମଲା ଭିଜିଲାନ୍ସ ବିଭାଗ ହାତକୁ ଯିବା ପରେ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନର ଆବେଦନ କରାଯାଇଥିଲା। ଗୁରୁବାର ଭୁବନେଶ୍ୱର ସ୍ଥିତ ଫରେନସିକ୍ ଲାବରେ ଆଜି ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଉଛି। ବିଦ୍ୟାଶ୍ରୀଙ୍କ ବୟାନରେ ତାଳମେଳ ରହୁନଥିବାରୁ ଲାଇ ଡିଟେକ୍ସନ ଟେଷ୍ଟ କରାଯାଉଛି ।

ସୂଚନାଯୋଗ୍ୟ, ଜୁଲାଇ 7 ତାରିଖ ଦିନ ଆଦିତ୍ୟଙ୍କୁ ଲିଙ୍ଗରାଜ ଟେମ୍ପଲ୍‌ ରୋଡ୍‌ ଷ୍ଟେସନ୍ ପାଖ ରେଳଧାରଣା ଉପରୁ ମୃତାବସ୍ଥାରେ ଉଦ୍ଧାର କରାଯାଇଥିଲା। ଜୁନ୍ 9 ତାରିଖ ଦିନ ଆଦିତ୍ୟଙ୍କର ବିଦ୍ୟାଶ୍ରୀଙ୍କ ସହ ବିବାହ ହୋଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ହଠାତ୍ ଇସ୍ତଫା ଦେଲେ ଭାରତୀୟ ପ୍ରଶିକ୍ଷକ!: KKR ରେ ପୁଣି ଦେବେ ଯୋଗ

July 28, 2026

ଏହି ପ୍ରସଙ୍ଗରେ ଯୋଗୀ ସରକାରଙ୍କୁ ଆକ୍ରମଣ କଲେ ଶଙ୍କରାଚାର୍ଯ୍ୟ: ଆଣିଲେ ଗୁରୁତର ଅଭିଯୋଗ

July 28, 2026

ଜାପାନରେ ଭୟଙ୍କର ଭୂମିକମ୍ପ: ସୁନାମୀ ଚେତାବନୀ ଜାରି କଲା ପାଣିପାଗ ସଂସ୍ଥା

July 28, 2026

NEET ଫଳାଫଳ ଉପରେ ପୁଣି ଉଠିଲା ପ୍ରଶ୍ନ: NTA ସମ୍ମୁଖରେ ଏହି ଦାବି କଲେ ଛାତ୍ରୀ

July 28, 2026
Latest News

ହଠାତ୍ ଇସ୍ତଫା ଦେଲେ ଭାରତୀୟ ପ୍ରଶିକ୍ଷକ!: KKR ରେ ପୁଣି ଦେବେ ଯୋଗ

July 28, 2026

ଏହି ପ୍ରସଙ୍ଗରେ ଯୋଗୀ ସରକାରଙ୍କୁ ଆକ୍ରମଣ କଲେ ଶଙ୍କରାଚାର୍ଯ୍ୟ: ଆଣିଲେ ଗୁରୁତର ଅଭିଯୋଗ

July 28, 2026

ଜାପାନରେ ଭୟଙ୍କର ଭୂମିକମ୍ପ: ସୁନାମୀ ଚେତାବନୀ ଜାରି କଲା ପାଣିପାଗ ସଂସ୍ଥା

July 28, 2026

NEET ଫଳାଫଳ ଉପରେ ପୁଣି ଉଠିଲା ପ୍ରଶ୍ନ: NTA ସମ୍ମୁଖରେ ଏହି ଦାବି କଲେ ଛାତ୍ରୀ

July 28, 2026

ପଞ୍ଜାବ ପେପର୍ ଲିକ୍ ଉପରେ NDA ର ପ୍ରତିବାଦ: ଇସ୍ତଫା ଦାବି

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.