Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ବଢୁଛି ସ୍ଥାନୀୟ ସଂକ୍ରମଣ : ଆଜି ରାଜଧାନୀରୁ 386 ନୂତନ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଭୁବନେଶ୍ବରରେ ବଢୁଛି ସ୍ଥାନୀୟ ସଂକ୍ରମଣ : ଆଜି ରାଜଧାନୀରୁ 386 ନୂତନ ଆକ୍ରାନ୍ତ ଚିହ୍ନଟ

August 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଭୁବନେଶ୍ୱରରେ ସଂକ୍ରମଣ ଦିନକୁ ଦିନ ବଢୁଛି । ସ୍ଥାନୀୟ ସଂକ୍ରମଣ ବୃଦ୍ଧି ଏବେ ଚିନ୍ତାର ବିଷୟ ପାଲଟିଛି। ଯାହା ଏବେ ଚିନ୍ତାର କାରଣ ପାଲଟିଛି । ଆଜି ପୁଣି ରାଜଧାନୀରୁ 386 ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ 183ଜଣ ଚିହ୍ନଟ ହୋଇଥିବାବେଳେ 203 ଜଣ ଲୋକାଲ୍‌ କେସ୍‌ ରହିଥିବାର ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

ଚିହ୍ନଟ ହୋଇଥିବା 183 ଆକ୍ରାନ୍ତଙ୍କ ମଧ୍ୟରେ ଗଙ୍ଗନଗର ଏସ୍‌ୟୁଏଚ୍‌ରୁ 38 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୟାପଲ୍ଲୀ ଆଇଡି ମାର୍କେଟରୁ 15ଜଣ ଚିହ୍ନଟ ହୋଇଛନ୍ତି । ସପ୍ତମ ବାଟାଲିଅନ୍‌ରୁ 11ଜଣ ରହିଥିବାବେଳେ ଘରୋଇ ହସ୍ପିଟାଲରୁ 12 ଜଣ, ସିଆରପିଏଫ୍‌ କ୍ୟାମ୍ପସ୍‌ରୁ5ଜଣ, ବରଗଡ କେନାଲ୍‌ ରୋଡରୁ 5ଜଣ ରହିଛନ୍ତି ।

Image

ଆଜି 203 ଲୋକାଲ୍‌ କେସ୍‌ ମଧ୍ୟରୁ ସରକାରୀ ସେଣ୍ଟ୍ରାଲ୍‌ ହସ୍ପିଟାଲରୁ 3 ଜଣ କର୍ମଚାରୀ ଥିବାବେଳେ ବିଶ୍ବେଶ୍ବର ବସ୍ତିରୁ 5 ଜଣ, ଚନ୍ଦ୍ରଶେଖରପୁର ସେଭେନ୍ସ ବାଟାଲିଅନ୍‌ରୁ 10 ଜଣ, ଶହୀଦ ନଗରରୁ 5 ଜଣ, ଶହୀଦ ନଗର ଶାନ୍ତିପଲ୍ଲୀ ବସ୍ତିରୁ ଜଣେ, ଆଇଆରସି ଭିଲେଜରୁ 8 ଜଣ ରହିଛନ୍ତି ।

Image

Image

ସେହିପରି ଆଜି 213ଜଣ ସୁସ୍ଥ ହୋଇଥିବାବେଳେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 8 ହଜାର 647ରେ ପହଞ୍ଚିଛି । ସେହିପରି 5 ହଜାର 124 ଜଣ ସୁସ୍ଥ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 36ରେ ପହଞ୍ଚିଛି । ଏବେ ସୁଦ୍ଧା ଭୁବନେଶ୍ବରରରେ 3478ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି  ।

 

bmc
Share. Facebook Twitter LinkedIn Email WhatsApp Copy Link

Related Posts

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବନ୍ୟା ପ୍ରଭାବିତଙ୍କ ପାଇଁ ଦଶହରା ପୂର୍ବରୁ ସରିବ କ୍ଷତିପୂରଣ ବଣ୍ଟନ : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

October 1, 2026
Latest News

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026

ୟୁପିରେ ୨୦୨୭ ନିର୍ବାଚନ ପୂର୍ବରୁ ମେଣ୍ଟରେ ମହାଟକ୍କର! ଆସନ ଦାବିକୁ ନେଇ SP-କଂଗ୍ରେସ ମୁହାଁମୁହିଁ, ଭାଙ୍ଗିବ କି ଇଣ୍ଡିଆ ମେଣ୍ଟ?

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026

ଜିମ୍ବାୱେରେ ହେଲିକପ୍ଟର ଦୁର୍ଘଟଣା: ବ୍ୟବସାୟୀ ୱିକନେଲ୍, ତାଙ୍କ ପତ୍ନୀଙ୍କ ସମେତ ୬ ମୃତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.