Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ 8ଜଣଙ୍କ ଜୀବନ ନେଲା କରୋନା
ଆଜିର ଖବର

ଆଜି ରାଜ୍ୟରୁ 8ଜଣଙ୍କ ଜୀବନ ନେଲା କରୋନା

August 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ ପୁଣି 8ଜଣଙ୍କ ଜୀବନ ନେଇଛି କରୋନା । ଭୁବନେଶ୍ବର ଓ ଗଞ୍ଜାମରୁ ଦୁଇଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଥିବାବେଳେ ବଲାଙ୍ଗିର, ରାୟଗଡା,ବରଗଡ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଥିବାର ସୂଚନା ଦେଇଛି ରାଜ୍ୟସ୍ବାସ୍ଥ୍ୟ ଓ ପରିବାର ବିଭାଗ ।

ବରଗଡରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତ ଜଣକ ହେଉଛନ୍ତି 61 ବର୍ଷୀୟ ମହିଳା । ସେହିପରି ଭଦ୍ରକରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ ହେଉଛି62 ବର୍ଷ । ସେହିପରି ଭୁବନେଶ୍ବରରୁ ଦୁଇ ମୃତକଙ୍କ ପୁରୁଷ ହୋଇଥିବାବେଳେ ଦୁହିଁଙ୍କ ବୟସ ଯଥାକ୍ରମେ 65 ଓ 56 ବର୍ଷ । ସେହିପରି ବଲାଙ୍ଗିର ଜିଲ୍ଲାରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 40 ବର୍ଷ  । ସେହିପରି ଗଞ୍ଜାମରୁ ଆଜି ଦୁଇଜଣ ମୃତ୍ୟୁବରଣ କରିଥିବାବେଳେ ଦୁହିଁଙ୍କ ବୟସଯଥାକ୍ରମେ 55 ଓ45 ବର୍ଷ । ସେହିପରି ରାୟଗଡା ଜିଲ୍ଲାରୁ 60 ବର୍ଷର ପୁରୁଷଙ୍କ ମୃତ୍ୟୁ ହୋଇଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 448କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ପାଳିତ

September 5, 2026

ଛୋଟ ଉଚ୍ଚତା ଆଉ ହେବନି ବାଧା, ଏହି କାର୍‌ରେ ଡ୍ରାଇଭିଂ ହେବ ଆରାମଦାୟକ

September 5, 2026

ଆଜି ଶ୍ରୀ ରାମ ବାଣିଜ୍ୟ କଲେଜର ଶତବାର୍ଷିକୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

September 5, 2026

ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ

September 5, 2026
Latest News

ବାଣପୁରରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ପାଳିତ

September 5, 2026

ଛୋଟ ଉଚ୍ଚତା ଆଉ ହେବନି ବାଧା, ଏହି କାର୍‌ରେ ଡ୍ରାଇଭିଂ ହେବ ଆରାମଦାୟକ

September 5, 2026

QRରୁ KYC ଯାଏଁ: ଛୋଟ ଦୋକାନୀଙ୍କୁ ନେଇ RBIର କଡ଼ା ନିୟମ

September 5, 2026

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା, ୮ ଇଞ୍ଜିନିୟରିଂ ଛାତ୍ର ମୃତ

September 5, 2026

ଆଜି ଶ୍ରୀ ରାମ ବାଣିଜ୍ୟ କଲେଜର ଶତବାର୍ଷିକୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.