Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହୀରାକୁଦ ଡ୍ୟାମ୍‌ର ଆଉ 4ଟି ଗେଟ୍‌ ଖୋଲିଲା : 28ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ଜଳ
ଆଜିର ଖବର

ହୀରାକୁଦ ଡ୍ୟାମ୍‌ର ଆଉ 4ଟି ଗେଟ୍‌ ଖୋଲିଲା : 28ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ଜଳ

August 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର : ହୀରାକୁଦ ଡ୍ୟାମ୍‌ର ଆଉ 4ଟି ଗେଟ୍‌ ଖୋଲାଗଲା । ଏବେ ସର୍ବମୋଟ 28ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ହୀରାକୁଦକୁ 6ଲକ୍ଷ 56 ହଜାର 6 କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ  ନିଷ୍କାସିତ ହେଉଛି 3 ଲକ୍ଷ 35 ହଜାର 658 କ୍ୟୁସେକ ଜଳ । ହୀରାକୁଦ ଡ୍ୟାମ୍‌ ଗେଟ୍‌ ଖୋଲିବା ଦ୍ବାରା ଫୁଲୁଛି ମହାନଦୀ ।

ପୂର୍ବରୁ ହୀରାକୁଦ ଡ୍ୟାମରୁ 24ଟି ଗେଟ୍‌ ଖୋଲାଯାଇଥିଲା । ଛତିଶଗଡ଼ରେ ବର୍ଷା ହେବା ଫଳରେ ହୀରାକୁଦ ଡ୍ୟାମକୁ ପ୍ରଚୁର ଜଳରାଶି ପ୍ରବେଶ କରୁଛି । ହୀରାକୁଦ ଡ୍ୟାମର ତଳପଟରେ ମଧ୍ୟ ପ୍ରବଳ ମାତ୍ରାରେ ଜଳ ପ୍ରବାହିତ ହେଉଛି । କାରଣ ମହାନଦୀର ଉପନଦୀଗୁଡ଼ିକରେ ବନ୍ୟା ଜଳ ଆସିଛି । ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାରେ ପ୍ରବାହିତ ହେଉଥିବା ନଦୀ ଓ ଉପନଦୀଗୁଡ଼ିକ ମହାନଦୀ ସହିତ ସଂଲଗ୍ନ ହୋଇଥିବାରୁ ବନ୍ୟା ଜଳ ଅଧିକ ପ୍ରବାହିତ ହୋଇଛି ।

ବନ୍ୟାଜଳ ହୀରାକୁଦ
Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026
Latest News

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.