Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ୧୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ସର୍ବମୋଟ କୋରୋନଜନିତ ମୃତ୍ୟୁ ସଂଖ୍ୟା ୪୮୨
ଆଜିର ଖବର

ଆଜି ରାଜ୍ୟରୁ ୧୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ସର୍ବମୋଟ କୋରୋନଜନିତ ମୃତ୍ୟୁ ସଂଖ୍ୟା ୪୮୨

August 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ କରୋନାରେ ମୃତ୍ୟୁବରଣ କଲେ ୧୨ ଜଣ କରୋନା ଆକ୍ରାନ୍ତ। ରାଜ୍ୟରେ ସର୍ବମୋଟ କୋରୋନଜନିତ ମୃତ୍ୟୁ ସଂଖ୍ୟା ୪୮୨କୁ ବୃଦ୍ଧି ହୋଇଛି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୪ ଜଣ କରୋନାରେ ମୃତ୍ୟୁବରଣ କରିଥିବା ବେଳେ ସୁନ୍ଦରଗଡ, ନବରଙ୍ଗପୁର, ପୁରୀରୁ ଜଣେ ଲେଖାଏଁ କରୋନାରେ ମୃତ୍ୟୁବରଣ କରିଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲା, କଟକ, ରାୟଗଡା, ଯାଜପୁରରୁ ଏବଂ ମାଲକାନଗିରିରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି।

ତେବେ ଗଞ୍ଜାମରୁ ମୃତ୍ୟୁବରଣ କରିଥିବା ୪ ଜଣଙ୍କ ମଧ୍ୟରୁ ଜଣେ ୩୫ ବର୍ଷୀୟ ପୁରୁଷ, ଜଣେ ୩୦ ବର୍ଷୀୟ ଯୁବକ, ଜଣେ ୬୫ ବର୍ଷିୟା ମହିଳା ଏବଂ ଜଣେ ୫୦ ବର୍ଷୀୟ ପୁରୁଷ ରହିଛନ୍ତି। ସେହିପରି ଭୁବନେଶ୍ବରରୁ ଜଣେ ୫୩ ବର୍ଷୀୟ ପୁରୁଷ, କଟକରୁ ଜଣେ ୬୩ ବର୍ଷୀୟ ପୁରୁଷ, ଯାଜପୁରରୁ ଜଣେ ୬୨ ବର୍ଷୀୟ ମହିଳା , ମାଲକାନଗିରିରୁ ଜଣେ ୫୯ ବର୍ଷୀୟ ପୁରୁଷ, ନବରଙ୍ଗପୁରରୁ ଜଣେ ୬୨ ବର୍ଷୀୟ ପୁରୁଷ, ପୁରୀରୁ ଜଣେ ୪୮ ବର୍ଷୀୟ ପୁରୁଷ, ରାୟଗଡାରୁ ଜଣେ ୭୦ ବର୍ଷୀୟ ପୁରୁଷ ଏବଂ  ସୁନ୍ଦରଗଡରୁ ଜଣେ ୫୯ ବର୍ଷିୟା ମହିଳାଙ୍କ କରୋନାରେ ମୃତ୍ୟୁ ହୋଇଛି।

corona death Odisha
Share. Facebook Twitter LinkedIn Email WhatsApp Copy Link

Related Posts

ଇରାନ ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

July 1, 2026

ପୁରୀ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଜୋରଦାର; ୨୩ OAS ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

June 30, 2026

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026
Latest News

ଇରାନ ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

July 1, 2026

ଏଫସିଆରଏ ୨.୦ ପୋର୍ଟାଲ ଏବଂ ଇ-ଓସିଆଇ କାର୍ଡର ଶୁଭାରମ୍ଭ କଲେ ଅମିତ ଶାହ

July 1, 2026

ଆଜି ଜୁଲାଇ ୧ ତାରିଖ ବୁଧବାର ଦିନ ଏହି ରାଶିର ବ୍ୟକ୍ତିମାନେ ପାଇବେ ଶୁଭ ଖବର

July 1, 2026

ପୁରୀ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଜୋରଦାର; ୨୩ OAS ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

June 30, 2026

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.