Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲା ପ୍ରଶାସନର ସଂପୂର୍ଣ୍ଣ ସହଯୋଗରେ ପରୀକ୍ଷାର୍ଥୀଙ୍କୁ ନେଇ କେନ୍ଦୁଝରରୁ ବାହାରିଲା ପ୍ରଥମ ବସ
ଆଜିର ଖବର

ଜିଲ୍ଲା ପ୍ରଶାସନର ସଂପୂର୍ଣ୍ଣ ସହଯୋଗରେ ପରୀକ୍ଷାର୍ଥୀଙ୍କୁ ନେଇ କେନ୍ଦୁଝରରୁ ବାହାରିଲା ପ୍ରଥମ ବସ

August 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜିଲ୍ଲା ପ୍ରଶାସନର ସଂପୂର୍ଣ୍ଣ ସହଯୋଗରେ ପରୀକ୍ଷାର୍ଥୀଙ୍କୁ ନେଇ କେନ୍ଦୁଝରରୁ ବାହାରିଲା ପ୍ରଥମ ବସ
କେନ୍ଦୁଝର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଜେଇଇ ଏବଂ ନିଟ ପରୀକ୍ଷାର୍ଥିଙ୍କୁ ନେଇ କେନ୍ଦୁଝରରୁ ଏକ ବସ ବାହାରିଛି। ଏଥିରେ ପରୀକ୍ଷାର୍ଥୀଙ୍କ ସହିତ ତାଙ୍କର ଅଭିଭାବକ ମଧ୍ୟ ଯାଇଛନ୍ତି। ଜିଲ୍ଲା ପ୍ରଶାସନ ସହିତ ସ୍ଥାନୀୟ ନୋଡାଲ ଅଫିସରଙ୍କ ସହଯୋଗରେ ଏହି ବସ କେନ୍ଦୁଝରରୁ ଭୁବନେଶ୍ବର ଯିବ। ତେବେ ଏହାପରେ ଆଉ ଏକ ପରୀକ୍ଷାର୍ଥୀ ବ୍ୟାଚକୁ ନେଇ ଏକ ବସ ବାହାରିବ ବୋଲି ଜଣାପଡିଛି।
ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜେଇଇ ଏବଂ ନିଟ୍ ପରୀକ୍ଷାର୍ଥୀ ପରୀକ୍ଷା କେନ୍ଦ୍ରକୁ ଆସିବା ପାଇଁ ମାଗଣା ବ୍ୟବସ୍ଥା ଘୋଷଣା କରିଥିଲେ। ସେହିପରି ପରୀକ୍ଷା କେନ୍ଦ୍ର ସହରରେ ସେମାନଙ୍କୁ ମାଗଣା ରହିବା ବ୍ୟବସ୍ଥା ମଧ୍ୟ ପ୍ରଦାନ କରାଯିବ। ସେହି ଅନୁସାରେ ଓଡିଶାର ବିଭିନ୍ନ ଜିଲ୍ଲାର ପ୍ରଶାସନ ଏବଂ ନିଯୁକ୍ତ ନୋଡାଲ ଅଫିସର ସହଯୋଗ କରୁଛନ୍ତି।
 

JEE EXAM NEET EXAM
Share. Facebook Twitter LinkedIn Email WhatsApp Copy Link

Related Posts

‘ୱେଭ୍ସ କ୍ରିଏଟର୍‌’ କର୍ଣ୍ଣରକୁ ଉଦଘାଟନ କଲେ ଅଶ୍ୱିନୀ ବୈଷ୍ଣବ

February 18, 2026

 ଏନଏସଡିର ‘୨୫ତମ ଭାରତ ରଙ୍ଗ ମହୋତ୍ସବ’

February 18, 2026

ସରକାରରେ ଯୋଗଦେଲେ ୧୯୭ ଜଣ ସହକାରୀ ନିର୍ବାହୀ ଯନ୍ତ୍ରୀ, ମନ୍ତ୍ରୀ ହରିଚନ୍ଦନ ଦେଲେ ଦିଗଦର୍ଶନ

February 18, 2026

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ, କାରଣରେ ସେ କହିଲେ…

February 18, 2026
Latest News

‘ୱେଭ୍ସ କ୍ରିଏଟର୍‌’ କର୍ଣ୍ଣରକୁ ଉଦଘାଟନ କଲେ ଅଶ୍ୱିନୀ ବୈଷ୍ଣବ

February 18, 2026

 ଏନଏସଡିର ‘୨୫ତମ ଭାରତ ରଙ୍ଗ ମହୋତ୍ସବ’

February 18, 2026

ସରକାରରେ ଯୋଗଦେଲେ ୧୯୭ ଜଣ ସହକାରୀ ନିର୍ବାହୀ ଯନ୍ତ୍ରୀ, ମନ୍ତ୍ରୀ ହରିଚନ୍ଦନ ଦେଲେ ଦିଗଦର୍ଶନ

February 18, 2026

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ, କାରଣରେ ସେ କହିଲେ…

February 18, 2026

ହରିଦ୍ୱାର କୋର୍ଟକୁ ବୋମା ଧମକ: ସୁରକ୍ଷା ଏଜେନ୍ସିଗୁଡ଼ିକର ତଦନ୍ତ ଜାରି

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.