Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଜଣା ଗାଡି ଧକ୍କାରେ ମାଉସୀ-ଝିଆରୀ ମୃତ
ଆଜିର ଖବର

ଅଜଣା ଗାଡି ଧକ୍କାରେ ମାଉସୀ-ଝିଆରୀ ମୃତ

August 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସିକା : ମର୍ଣ୍ଣିଂ ଓ୍ବାର୍କ କରୁଥିବା ସମୟରେ ଏକ ଅଜଣା ଗାଡି ଧକ୍କାରେ ମାଉସୀ-ଝିଆରୀଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି । ଗଞ୍ଜାମ ଜିଲ୍ଲା କୋଟିନଡା ଫାଣ୍ଡି ଅନ୍ତର୍ଗତ କେ.ଲଛମନପଲ୍ଲୀ ନିକଟରେ ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।ଏହି ଦୁର୍ଘଟଣାରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ଦୁଇଜଣ ମାଉସୀ-ଝିଆରୀ ବୋଲି ସୂଚନା ରହିଛି ।

ସୂଚନା ଅନୁସାରେ ଦୁହେଁ ଆଜି ସକାଳ 7ଟା ସମୟରେ ମର୍ଣ୍ଣିଂ ଓ୍ବାକ୍‌ରେ ଆସିଥିବାବେଳେ କେ.ଲଛମନପଲ୍ଲୀ ନିକଟରେ ଏକ ଅଜଣା ଗାଡି ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିଲା । ଦୁର୍ଘଟଣାପରେ ଗାଡି ସହ ଡ୍ରାଇଭର ଫେରାର ହୋଇଥିବାବେଳେ ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

accident death
Share. Facebook Twitter LinkedIn Email WhatsApp Copy Link

Related Posts

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026

ଚିଲିକା ମୁହାଣ ଖନନ ପାଇଁ ବିଶ୍ୱ ବ୍ୟାଙ୍କ ପ୍ରଦତ୍ତ ୧୨୫ କୋଟି ଟଙ୍କା କୁଆଡେ ଗଲା : ପ୍ରସାଦ ହରିଚନ୍ଦନ

June 5, 2026

ନୋଏଡାରେ ଭୟାବହ ଅଗ୍ନିକାଣ୍ଡ, ଦୁଇଟି ସ୍ଥାନରେ ଲାଗିଲା ନିଆଁ

June 5, 2026
Latest News

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026

ଚିଲିକା ମୁହାଣ ଖନନ ପାଇଁ ବିଶ୍ୱ ବ୍ୟାଙ୍କ ପ୍ରଦତ୍ତ ୧୨୫ କୋଟି ଟଙ୍କା କୁଆଡେ ଗଲା : ପ୍ରସାଦ ହରିଚନ୍ଦନ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.