Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ 2 ହଜାର 602 ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ଆଜି ରାଜ୍ୟରୁ 2 ହଜାର 602 ପଜିଟିଭ୍‌ ଚିହ୍ନଟ

August 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି  2ହଜାର 602 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1561ଜଣ ଚିହ୍ନଟ ହୋଇଥିବାବେଳେ 1041ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା  1 ଲକ୍ଷ 35 ହଜାର36 ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 29 ହଜାର 758ଜଣ । ସେହିପରି ସୁସ୍ଥ ହୋଇଛନ୍ତି 73 ହଜାର 233ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 482ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ମିରଟରେ ନୀଳ ଡ୍ରମ୍ ହତ୍ୟାକାଣ୍ଡ ଘଟଣା: ସ୍ତ୍ରୀ ମୁସ୍କାନ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

October 14, 2026

ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ

October 14, 2026

ଓଡ଼ିଶାରେ ସୃଷ୍ଟି ହେବ ବ୍ୟାପକ ନିଯୁକ୍ତିର ନୂଆ ଦିଗନ୍ତ: ମୁଖ୍ୟମନ୍ତ୍ରୀ

October 14, 2026

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026
Latest News

ମିରଟରେ ନୀଳ ଡ୍ରମ୍ ହତ୍ୟାକାଣ୍ଡ ଘଟଣା: ସ୍ତ୍ରୀ ମୁସ୍କାନ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

October 14, 2026

ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ

October 14, 2026

ଓଡ଼ିଶାରେ ସୃଷ୍ଟି ହେବ ବ୍ୟାପକ ନିଯୁକ୍ତିର ନୂଆ ଦିଗନ୍ତ: ମୁଖ୍ୟମନ୍ତ୍ରୀ

October 14, 2026

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.