Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରୁ 404 ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ଭୁବନେଶ୍ବରରୁ 404 ପଜିଟିଭ୍‌ ଚିହ୍ନଟ

August 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 404 ପଜିଟିଭ୍‌ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ଭୁବନେଶ୍ବରରୁ ଆଜି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା ସୁସ୍ଥ ହୋଇଛନ୍ତି 273 ଜଣ । ଭୁବନେଶ୍ବରରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 10 ହଜାର 425ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 6 ହଜାର 334ଜଣ । 42 ଜଣଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା ରାଜଧାନୀରେ 4 ହଜାର 38ଜଣ ସକ୍ରିୟ ମାମଲା ରହିଛି ।

ବିଏମସି ଓ୍ବାର୍ଡ ଅନୁଯାୟୀ ସକ୍ରିୟ ମାମଲା, ସୁସ୍ଥ ମାମଲା ଓ ମୃତ୍ୟୁ ସଂଖ୍ୟାର ସୂଚନା ଦେଇଛି । 27 ନମ୍ବର ଓ୍ବାର୍ଡରେ ସର୍ବାଧିକ 23 ଜଣ ରହିଥିବାବେଳେ  2 , 40, ଓ 19 ନମ୍ବର ଓ୍ବାର୍ଡରେ 17ଜଣ ଲେଖାଏଁ ରହିଛନ୍ତି । ସେହିପରି 32 ନମ୍ବର ଓ୍ବାର୍ଡରେ 15 ଜଣ, 46 ନମ୍ବର ଓ୍ବାର୍ଡରେ 19ଜଣ ରହିଛନ୍ତି ।

Image

Share. Facebook Twitter LinkedIn Email WhatsApp Copy Link

Related Posts

Travel Health Clinic: ଏମ୍ସ ଭୁବନେଶ୍ୱରରେ ଟ୍ରାଭେଲ୍ ହେଲ୍ଥ କ୍ଲିନିକ୍ ଜାତୀୟ ସମ୍ମିଳନୀ, ବିଶେଷଜ୍ଞମାନେ କହିଲେ… 

October 10, 2025

Odisha IAS Reshuffle: ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, କେନ୍ଦ୍ରକୁ ଗଲେ ତିନି

October 10, 2025

ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

October 10, 2025

ନୂତନ ଫର୍ମାଟ ସହ ଜାତୀୟ ଟେଲିଭିଜନକୁ ଫେରୁଛି ଭାରତର କାଳଜୟୀ ମହାକାବ୍ୟ ମହାଭାରତ

October 10, 2025
Latest News

Viksit Odisha 2036: ଭୁବନେଶ୍ୱର ଠାରେ ବିକଶିତ ଭାରତ ଓ ବିକଶିତ ଓଡିଶା ସମ୍ମିଳନୀ ଆୟୋଜିତ

October 10, 2025

Travel Health Clinic: ଏମ୍ସ ଭୁବନେଶ୍ୱରରେ ଟ୍ରାଭେଲ୍ ହେଲ୍ଥ କ୍ଲିନିକ୍ ଜାତୀୟ ସମ୍ମିଳନୀ, ବିଶେଷଜ୍ଞମାନେ କହିଲେ… 

October 10, 2025

Odisha IAS Reshuffle: ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, କେନ୍ଦ୍ରକୁ ଗଲେ ତିନି

October 10, 2025

ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

October 10, 2025

ନୋବେଲ ଶାନ୍ତି ପୁରସ୍କାର ପାଇଥିବା ମାରିଆ କୋରିନା ମାଚାଡୋ କିଏ, ସେ କେତେ ଶିକ୍ଷିତ?

October 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.