Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରୁ 404 ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ଭୁବନେଶ୍ବରରୁ 404 ପଜିଟିଭ୍‌ ଚିହ୍ନଟ

August 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 404 ପଜିଟିଭ୍‌ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ଭୁବନେଶ୍ବରରୁ ଆଜି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା ସୁସ୍ଥ ହୋଇଛନ୍ତି 273 ଜଣ । ଭୁବନେଶ୍ବରରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 10 ହଜାର 425ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 6 ହଜାର 334ଜଣ । 42 ଜଣଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଥିବାବେଳେ ଏବେ ସୁଦ୍ଧା ରାଜଧାନୀରେ 4 ହଜାର 38ଜଣ ସକ୍ରିୟ ମାମଲା ରହିଛି ।

ବିଏମସି ଓ୍ବାର୍ଡ ଅନୁଯାୟୀ ସକ୍ରିୟ ମାମଲା, ସୁସ୍ଥ ମାମଲା ଓ ମୃତ୍ୟୁ ସଂଖ୍ୟାର ସୂଚନା ଦେଇଛି । 27 ନମ୍ବର ଓ୍ବାର୍ଡରେ ସର୍ବାଧିକ 23 ଜଣ ରହିଥିବାବେଳେ  2 , 40, ଓ 19 ନମ୍ବର ଓ୍ବାର୍ଡରେ 17ଜଣ ଲେଖାଏଁ ରହିଛନ୍ତି । ସେହିପରି 32 ନମ୍ବର ଓ୍ବାର୍ଡରେ 15 ଜଣ, 46 ନମ୍ବର ଓ୍ବାର୍ଡରେ 19ଜଣ ରହିଛନ୍ତି ।

Image

Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.