Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ରେକର୍ଡ ସଂଖ୍ୟକ ୪୦୫୩ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ରେକର୍ଡ ସଂଖ୍ୟକ ୪୦୫୩ କରୋନା ଆକ୍ରାନ୍ତ

August 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ ୪୦୫୩ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ରାୟଗଡାରୁ ସର୍ବାଧିକ ୬୦୮ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୪୬୮, ଖୋର୍ଦ୍ଧାରୁ ୩୭୦, ଯାଜପୁରରୁ ୩୩୯, ଗଞ୍ଜାମରୁ ୨୩୩, ସୁନ୍ଦରଗଡରୁ ୨୧୭, କୋରାପୁଟରୁ ୧୭୫, ଭଦ୍ରକରୁ ୧୭୨, କଳାହାଣ୍ଡିରୁ ୧୬୫, ପୁରୀରୁ ୧୪୪, ନୟାଗଡରୁ ୧୪୧, ମୟୂରଭଞ୍ଜରୁ ୧୨୦, ମାଲକାନଗିରିରୁ ୧୨୦, ବରଗଡରୁ ୧୦୦, ସମ୍ବଲପୁରରୁ ୯୨, ବାଲେଶ୍ବରରୁ ୮୩, କନ୍ଧମାଳରୁ ୭୯, ଢେଙ୍କାନାଳରୁ ୬୬, ବଲାଙ୍ଗିରିରୁ ୬୨, ନବରଙ୍ଗପୁରରୁ ୫୨, କେନ୍ଦ୍ରାପଡାରୁ ୫୦, ଗଜପତିରୁ ୪୮, ଜଗତସିଂହପୁରରୁ ୩୫, ଝାରସୁଗୁଡାରୁ ୩୫, କେନ୍ଦୁଝରରୁ ୨୯, ଦେବଗଡରୁ ୧୩, ସୋନପୁରରୁ ୧୩, ନୂଆପଡାରୁ ୯, ବୌଦ୍ଧରୁ ୬ ଏବଂ ଅନୁଗୁଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩ ହଜାର ୫୩୬ ଥିବା ବେଳେ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୭୭ ହଜାର ୨୮୬ କୁ ବୃଦ୍ଧି ହୋଇଛି। ରାଜ୍ୟରେ ମୋଟ ୨୫ ହଜାର ୭୦୫ ଜଣ କରୋନାରେ ସଂକ୍ରମଣ ହୋଇ ଚିକିତ୍ସିତ ହେଉଥିବା ବେଳେ ୪୯୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

corona patient Odisha recovered
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ମା ହାବୁଡ଼ାସିଂହୀ ପୀଠରେ ୨୯ତମ ଚଣ୍ଡୀ ମହାଯଜ୍ଞ ପୂର୍ଣ୍ଣାହୁତୀ ସମ୍ପନ୍ନ

January 18, 2026

କୋଲକାତାରୁ ଚେନ୍ନାଇ: ଆଉ ଏକ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

January 18, 2026

ପାଖାପାଖି ୨୦୦୦୦ରେ ପହଞ୍ଚିଲା ରିଲାଏନ୍ସ ରିଟେଲ ଷ୍ଟୋର ସଂଖ୍ୟା, ୫୦ କୋଟିରୁ ଅଧିକ ସଂଖ୍ୟକ କାରବାର

January 18, 2026

ପ୍ରୟାଗରାଜରେ ମୌନୀ ଅମାବାସ୍ୟା: ହେଲିକପ୍ଟର ହେଲା ପୁଷ୍ପ ବର୍ଷା

January 18, 2026
Latest News

ରଣପୁରରେ ମା ହାବୁଡ଼ାସିଂହୀ ପୀଠରେ ୨୯ତମ ଚଣ୍ଡୀ ମହାଯଜ୍ଞ ପୂର୍ଣ୍ଣାହୁତୀ ସମ୍ପନ୍ନ

January 18, 2026

ଆସାମର ବଢିଚାଲିଥିବା ବିଶ୍ବାସ,ସାମର୍ଥ୍ୟ ଓ ପ୍ରଗତି ସହ ଭାରତର ଅଭିବୃଦ୍ଧି କାହାଣୀ ବଢିଚାଲିଛି: ପ୍ରଧାନମନ୍ତ୍ରୀ

January 18, 2026

ଯଦି BRICS ନିଜସ୍ୱ ମୁଦ୍ରା ଲଞ୍ଚ କରେ ତେବେ କ’ଣ ହେବ, କେତେ ଦୁର୍ବଳ ହେବ ଡଲାର?

January 18, 2026

କୋଲକାତାରୁ ଚେନ୍ନାଇ: ଆଉ ଏକ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

January 18, 2026

ପାଖାପାଖି ୨୦୦୦୦ରେ ପହଞ୍ଚିଲା ରିଲାଏନ୍ସ ରିଟେଲ ଷ୍ଟୋର ସଂଖ୍ୟା, ୫୦ କୋଟିରୁ ଅଧିକ ସଂଖ୍ୟକ କାରବାର

January 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.