Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଉରକେଲା-ଭୁବନେଶ୍ୱର ଇଣ୍ଟର ସିଟି ସ୍ୱତନ୍ତ୍ର ଏକ୍ସପ୍ରେସ ସେବା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି
ଆଜିର ଖବର

ରାଉରକେଲା-ଭୁବନେଶ୍ୱର ଇଣ୍ଟର ସିଟି ସ୍ୱତନ୍ତ୍ର ଏକ୍ସପ୍ରେସ ସେବା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି

August 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଉରକେଲା-ଭୁବନେଶ୍ୱର ଇଣ୍ଟର ସିଟି ସ୍ୱତନ୍ତ୍ର ଏକ୍ସପ୍ରେସ ସେବା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ବର, ଶନିବାର ଓ ରବିବାର ବ୍ୟତୀତ ସପ୍ତାହରେ ପାଞ୍ଚଦିନ ଚଳାଚଳ କରୁଥିବା ୦୨୮୬୧/୦୨୮୬୨ ରାଉରକେଲା-ଭୁବନେଶ୍ୱର-ରାଉରକେଲା ଇଣ୍ଟର ସିଟି ସ୍ୱତନ୍ତ୍ର ଏକ୍ସପ୍ରେସ ସେବାକୁ ୨୦୨୦ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଅଛି।

୦୨୮୬୧ ରାଉରକେଲା-ଭୁବନେଶ୍ୱର ଇଣ୍ଟର ସିଟି ସ୍ୱତନ୍ତ୍ର ଏକ୍ସପ୍ରେସ ରାଉରକେଲା ଠାରୁ ଭୋର ୫ଘ.୧୦ ମି.ରେ ଛାଡି ଭୁବନେଶ୍ୱର ଠାରେ ଅପରାହ୍ନ ୧୨ଘ.୩୦ମି.ରେ ପହଁଚୁଥିବାବେଳେ ଫେରିବା ପଥରେ ୦୨୮୬୨ ଭୁବନେଶ୍ୱର-ରାଉରକେଲା ଇଣ୍ଟର ସିଟି ସ୍ୱତନ୍ତ୍ର ଏକ୍ସପ୍ରେସ ଭୁବନେଶ୍ୱର ଠାରୁ ଅପରାହ୍ନ ୨ଘ.୧୦ମି.ରେ ଛାଡି ରାଉରକେଲା ଠାରେ ରାତ୍ର ୯ଘ.୪୦ମି.ରେ ପହଞ୍ଚିବ।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୁଲିସରେ ଗଠନ ହେବ ୩ ନୂଆ ବିଭାଗ

August 12, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ୬ ବିଭାଗର ୧୦ ପ୍ରସ୍ତାବକୁ ମଞ୍ଜୁରୀ, ପେପରଲେସ୍‌ ହେବ ସରକାରୀ କାର୍ଯ୍ୟାଳୟ

August 12, 2026

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO

August 12, 2026

Urdu Poets’ Conference: ଭୁବନେଶ୍ବରରେ ଆୟୋଜିତ ହେଲା ଉର୍ଦ୍ଦୁ କବି ସମ୍ମିଳନୀ

August 12, 2026
Latest News

ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଆତ୍ମଜୀବନୀ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

August 12, 2026

ଓଡ଼ିଶା ପୁଲିସରେ ଗଠନ ହେବ ୩ ନୂଆ ବିଭାଗ

August 12, 2026

ବେଲୁଚିସ୍ତାନରେ ପାକିସ୍ତାନୀ ସେନାର ନରସଂହାର: ୯ ଶିଶୁ ଓ ୭ ମହିଳାଙ୍କ ସମେତ ୨୮ ମୃତ

August 12, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ୬ ବିଭାଗର ୧୦ ପ୍ରସ୍ତାବକୁ ମଞ୍ଜୁରୀ, ପେପରଲେସ୍‌ ହେବ ସରକାରୀ କାର୍ଯ୍ୟାଳୟ

August 12, 2026

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.