Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କମ୍ୟୁନିଟି ହଲ ନିର୍ମାଣରେ ଦୁର୍ନୀତି, କନିଷ୍ଠ ଯନ୍ତ୍ରୀଙ୍କ ନାମରେ ଅଭିଯୋଗ ଆଣିଲେ ଗ୍ରାମବାସୀ 
ଆଜିର ଖବର

କମ୍ୟୁନିଟି ହଲ ନିର୍ମାଣରେ ଦୁର୍ନୀତି, କନିଷ୍ଠ ଯନ୍ତ୍ରୀଙ୍କ ନାମରେ ଅଭିଯୋଗ ଆଣିଲେ ଗ୍ରାମବାସୀ 

September 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ବଡକର୍ଳାକଟ ଗ୍ରାମର ଶୁଣ୍ଡି ପଡା ଠାରେ ତିନି ଲକ୍ଷ୍ୟ ଅଟକଳ ମୂଲ୍ୟରେ ନିର୍ମାଣ ହେଉଥିବା କମ୍ୟୁନିଟି ହଲ୍‌ ଏବେ ଅଧାପନ୍ତରିଆ ହୋଇ ପଡ଼ିରହିଛି, ଏହି କମ୍ୟୁନିଟି ହୋଲ ନିର୍ମାଣ କରିବା ପାଇଁ ଦୀର୍ଘ ଦିନ ଧରି ଗ୍ରାମ ବାସୀ ଦାବି କରି ଆସୁଥିଲେ,ବିଧାୟକଙ୍କ ଅନୁରୋଧ କ୍ରମେ ଜୟପାଟଣା ବ୍ଲକରୁ ତିନି ଲକ୍ଷ ଟଙ୍କାରେ କମ୍ୟୁନିଟି ହୋଲ ନିର୍ମାଣ କରିବା ପାଇଁ ମଞ୍ଜୁରୀ କରାଯାଇଥିଲା,ଏହି କମ୍ୟୁନିଟି ହଲ୍‌ ନିର୍ମାଣ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ମିତାଞ୍ଜଲୀ ଦାସ ତାଙ୍କ ନିଜ ସଂପର୍କୀୟ ଲୋକଙ୍କୁ ଧରି ଗୃହ କାର୍ଯ୍ୟ ଆରମ୍ଭ କରି କାମ ସମାପ୍ତ ନ ହେବା ପୂର୍ବରୁ ଆସିଥିବା ଅର୍ଥକୁ ହଡପ କରିବାଥିବା ଏକ ସାଘାଂତିକ ଅଭିଯୋଗ ଆଣୁଛନ୍ତି ଗ୍ରାମବାସୀ, ଖାଲି ସେତିକି ନୁହେଁ କନିଷ୍ଠ ଯନ୍ତ୍ରୀ ମିତାଞ୍ଜଲୀ ଦାସ ତିନି ଲକ୍ଷ ଟଙ୍କାରେ କେବଳ ଦଶଟି ପିଲାର ଠିଆ କରି ଟଙ୍କା ହଡପ କରିଥିବା ନେଇ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଲିଖିତ ଆକାରରେ ଅଭିଯୋଗ କରିଛନ୍ତି ଗ୍ରାମବାସୀ । ତେଣୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦୁର୍ନୀତି ଗ୍ରସ୍ତ କନିଷ୍ଠ ଯନ୍ତ୍ରୀ ମିତାଞ୍ଜଲୀ ଦାସ ଙ୍କ ବିରୋଧରେ ତଦନ୍ତ କରି କି ପଦକ୍ଷେପ ନେବେ ନା ତାଙ୍କ ସହିତ ସଲା ସୁତୁରା ହୋଇ ତଦନ୍ତ ନାଁରେ ଦୁର୍ନୀତି କୁ ଚାପି ଦେବେ ନାହିଁ ତ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଥିବା ଶୁଣିବାକୁ ମିଳୁଛି । ତେବେ ବର୍ତ୍ତମାନ ବ୍ଲକ ପ୍ରଶାସନ ଦୁର୍ନୀତି ଗ୍ରସ୍ତ କନିଷ୍ଠ ଯନ୍ତ୍ରୀ ଙ୍କ ଉପରେ କେବେ କି ପଦକ୍ଷେପ ନେବେ ତାହା ଅଞ୍ଚଳ ବାସୀ ଦେଖିବାକୁ ବାକି ରହିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି ବୈଠକ: ଭୁବନେଶ୍ଵର ସାଂସଦ ଦେଲେ ଏହି ନିର୍ଦ୍ଦେଶ

October 10, 2025

Travel Health Clinic: ଏମ୍ସ ଭୁବନେଶ୍ୱରରେ ଟ୍ରାଭେଲ୍ ହେଲ୍ଥ କ୍ଲିନିକ୍ ଜାତୀୟ ସମ୍ମିଳନୀ, ବିଶେଷଜ୍ଞମାନେ କହିଲେ… 

October 10, 2025

Odisha IAS Reshuffle: ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, କେନ୍ଦ୍ରକୁ ଗଲେ ତିନି

October 10, 2025

ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

October 10, 2025
Latest News

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି ବୈଠକ: ଭୁବନେଶ୍ଵର ସାଂସଦ ଦେଲେ ଏହି ନିର୍ଦ୍ଦେଶ

October 10, 2025

Viksit Odisha 2036: ଭୁବନେଶ୍ୱର ଠାରେ ବିକଶିତ ଭାରତ ଓ ବିକଶିତ ଓଡିଶା ସମ୍ମିଳନୀ ଆୟୋଜିତ

October 10, 2025

Travel Health Clinic: ଏମ୍ସ ଭୁବନେଶ୍ୱରରେ ଟ୍ରାଭେଲ୍ ହେଲ୍ଥ କ୍ଲିନିକ୍ ଜାତୀୟ ସମ୍ମିଳନୀ, ବିଶେଷଜ୍ଞମାନେ କହିଲେ… 

October 10, 2025

Odisha IAS Reshuffle: ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, କେନ୍ଦ୍ରକୁ ଗଲେ ତିନି

October 10, 2025

ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

October 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.